ମାଟ୍ରିକ୍ ପରୀକ୍ଷା ଦେଉଛନ୍ତି ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ
ଭଞ୍ଜନଗର, (ଓଡିଶା ଟାଇମ୍): ଆଜିଠୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନି ତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲ୍ଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର … Read More











