ବନ୍ଦ ହେଲା ହୀରକୁଦ ଜଳଭଣ୍ଡାରର ୨ଟି ଗେଟ୍
ସମ୍ବଲପୁର, (ଓଡିଶା ଟାଇମ୍): ବନ୍ଦ ହେଲା ହୀରକୁଦ ଜଳଭଣ୍ଡାରର ୨ଟି ସ୍ଲୁଇସ୍ ଗେଟ୍ । ବର୍ତ୍ତମାନ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି । ତେବେ ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୦୫.୫୪କୁ ଖସିଗଲାଣି । ସମ୍ବଲପୁରରେ ବର୍ଷା ଲାଗି … Read More











