ନନ୍ଦନକାନନକୁ ଆସିଲେ ନୂଆ ଅତିଥୀ
ବାରଙ୍ଗ, (ଓଡିଶା ଟାଇମ୍): ନନ୍ଦନକାନନ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଦୀର୍ଘ ବର୍ଷ ପରେ ଏକକାଳୀନ ୩ଟି ଶାବକ ଜନ୍ମ ଦେଇଛି ସିଂହୀ ବିଜଲୀ । ତିନୋଟି ଶାବକ ମଧ୍ୟରେ ଗୋଟିଏ ଶାବକ ମୃତ ଅବସ୍ଥାରେ ଜନ୍ମ ହୋଇଛି । … Read More
ବାରଙ୍ଗ, (ଓଡିଶା ଟାଇମ୍): ନନ୍ଦନକାନନ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଦୀର୍ଘ ବର୍ଷ ପରେ ଏକକାଳୀନ ୩ଟି ଶାବକ ଜନ୍ମ ଦେଇଛି ସିଂହୀ ବିଜଲୀ । ତିନୋଟି ଶାବକ ମଧ୍ୟରେ ଗୋଟିଏ ଶାବକ ମୃତ ଅବସ୍ଥାରେ ଜନ୍ମ ହୋଇଛି । … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍): କିଛି ଦିନର କରୋନା ସଂକ୍ରମଣ ହ୍ରାସ ପରେ ପୁଣି ଥରି ବଢିବାରେ ଲାଗିଛି ଗ୍ରାଫ୍ । ଏପଟେ ମୃତ୍ୟୁ ସଂଖ୍ୟା ବି ଏକାଥରକେ ୪୦୦ ଟପିଛି । ଲକ୍ଷାଧିକ ଟ୍ରେଣ୍ଡ ପରେ ୫୦ ହଜାର ତଳକୁ ଖସିଛି … Read More
ପୁରୀ, (ଓଡିଶା ଟାଇମ୍): ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ। ଜନ୍ମବେଦିରେ ନବଦିନାତ୍ମକ ଲୀଳା ସାରି ବାହୁଡ଼ିଛନ୍ତି ଲୀଳାମୟ କାଳିଆ ସାଆନ୍ତ। ଆଜି ରଥାରୂଢ ଶ୍ରୀବିଗ୍ରହଙ୍କ ହେବ ସୁନାବେଶ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି । ରଥ … Read More
କଟକ, (ଓଡିଶା ଟାଇମ୍): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଗତ ଜୁନ ୨୫ ତାରିଖରେ ପ୍ରକାଶିତ ଚଳିତ ମାଟ୍ରିକ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳର ପ୍ରମାଣପତ୍ରଗୁଡ଼ିକ ରାଜ୍ୟର ସମସ୍ତ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ କିମ୍ବା ନିର୍ଦ୍ଧାରିତ ହେଡ୍କ୍ୱାର୍ଟର … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୯୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୯୯୮୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ଜଣ … Read More
ଆମାଦଇ ,(ଓଡିଶା ଟାଇମ୍): ଛତିଶଗଡ ନାରାୟଣପୁର ଜିଲ୍ଲା ଆମାଦଇ ଓ ଶିବମନ୍ଦିର ମଧ୍ୟବର୍ତ୍ତି ଅଞ୍ଚଳରେ ମଙ୍ଗଳବାର ଆଇଟିବିପି ଜବାନଙ୍କ ସହ ନକ୍ସଲ ମୁହାଁମୁହିଁ ହୋଇଥିବା ଜଣାପଡିଛି। ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଜାରି ଥିବା ବେଳେ ଜଣେ ଆଇଟିବିପି ଜବାନ ଶହୀଦ … Read More
ଗଜପତି, (ଓଡିଶା ଟାଇମ୍): ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ପାରଳାଖେମୁଣ୍ଡିରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍ । ତଦନ୍ତରେ ପାରଳାଖେମୁଣ୍ଡି ପୋଲିସକୁ ସହଯୋଗ କରିବା ନିମନ୍ତେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିଛି । ଡିଏସପି ବିଜୟ ମଲ୍ଲିକଙ୍କ … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ସମ୍ କୋଭିଡ୍ ହସ୍ପିଟାଲ୍ରେ କୋଭିଡ୍-୧୯କୁ ପୁଣି ପରାସ୍ତ କଲେ ଜଣେ ବୟୋଜ୍ୟେଷ୍ଠ । ପୁରୀ ଅଂଚଳର ୯୪ ବର୍ଷୀୟ ବୃଦ୍ଧ ସୁରଥ ରାଉତରାୟ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କୋଭିଡ୍ ସଂକ୍ରମିତ ହେବା ପରେ … Read More
ମାଲକାନାଗିରି, (ଓଡ଼ିଶା ଟାଇମ୍): ମାଲକାନଗିରି-ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ସାତ ଜଣ ଗ୍ରାମବାସୀଙ୍କୁ ଅପହରଣ କଲେ ମାଓବାଦୀ । ଅପହୃତ ସମସ୍ତ ସାତ ଜଣ ଜାଗରକୋଣ୍ଡା ଥାନା ଅନ୍ତର୍ଗତ କୁନ୍ଦେର ଗ୍ରାମର ବୋଲି ଜଣାପଡିଛି । ସୂଚନାନୁସାରେ, ସୋମବାର ରାତିରେ ନକ୍ସଲମାନେ … Read More