ତିନି କୋଟିରୁ ଅଧିକ ପକ୍କାଘର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି – ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗରୀବଙ୍କ ପାଇଁ ତିନି କୋଟିରୁ ଅଧିକ ପକ୍କାଘର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ଟ୍ୱିଟରରେ କହିଛନ୍ତି, ଏହି ଘର ଗୁଡିକ … Read More

ଗିରଫ ହେଲେ କୋଟିପତି କାର୍ତ୍ତିକେଶ୍ବର ରାଉଳ

ଭୁବନେଶ୍ବର, (ଓଡିଶା ଟାଇମ୍): ଗିରଫ ହେଲେ କୋଟିପତି ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳ। ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳ ଗିରଫ ହୋଇଛନ୍ତି। କାର୍ତ୍ତିକେଶ୍ବରଙ୍କୁ ଗିରଫ ପରେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଛି। ସେପଟେ କାର୍ତ୍ତିକେଶ୍ବରଙ୍କ … Read More

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧୦୯ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କମୁଛି କରୋନା ଗ୍ରାଫ୍ । ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ … Read More

ଶନିବାର ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ : ଆଜି ନେତ୍ର ଉତ୍ସବ ସହ ହେବ ରଥ ପ୍ରତିଷ୍ଠା

ଭୁବନେଶ୍ବର, (ଓଡିଶା ଟାଇମ୍): ଶନିବାର ରୁକୁଣା ରଥଯାତ୍ରା। ଆଜି ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନେତ୍ର ଉତ୍ସବ ସହ ରଥ ପ୍ରତିଷ୍ଠା କରାଯିବ। ଏଥର ଭକ୍ତଙ୍କ ଗହଳିରେ ଗଡିବ ରୁକୁଣା ରଥ। ଏଥିପାଇଁ ସମସ୍ତ ବ୍ୟବସ୍ଥା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଖବର … Read More

ଜୟଦେବ ବିହାରରେ ଓଲଟିଲା ମିନି ବସ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଓଲଟିଲା ମିନି ବସ୍ । ଭୁବନେଶ୍ୱର ଜୟଦେବ ବିହାରରେ ଓଲଟିଲା ବସ୍‌।  ଏହି ଦୁର୍ଘଟଣାରେ ୧୦ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର … Read More

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୨୨ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ … Read More

ରାତିରେ ଘୋଷଣା ସକାଳୁ ଉଚ୍ଛେଦ: ଝାରପଡ଼ା ଗଣେଶ ମଣ୍ଡପ ହାଟ ଭଙ୍ଗାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ସକାଳୁ ସକାଳୁ ଭୁବନେଶ୍ୱରର ଝାରପଡ଼ା ଗଣେଶ ମଣ୍ଡପ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଯାଇଛି । ଉକ୍ତ ଅଞ୍ଚଳରେ ବିଜେପି କର୍ପୋରେଟର ପ୍ରାର୍ଥୀ ଜିତିଥିବାରୁ ରାଜନୈତିକ ଆକ୍ରୋଶ ରଖି ବିଜେଡି ଏପରି କରୁଥିବା ଅଭିଯୋଗ ହୋଇଛି । … Read More

ପାକ୍‌ ସଂସଦ ପୁନଃସ୍ଥାପିତ, ୯ରେ ଆସ୍ଥା ଭୋଟ

ଇସଲାମାବାଦ, (ଓଡିଶା ଟାଇମ୍): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ରାଜନୈତିକ ଗୋଟି ଚାଳନାକୁ ବଡ ବିଫଳତା ମିଳିଛି। ସଂସଦରେ ଅନାସ୍ଥା ଭୋଟ୍‌ର ସମ୍ମୁଖୀନ ହେବା ପରିବର୍ତ୍ତେ ସଂସଦକୁ ଭାଙ୍ଗି ପୁନର୍ବାର ନିର୍ବାଚନ କରିବା ନିମନ୍ତେ ଇମ୍ରାନ ଯେଉଁ ଗୋଟି ଚାଳନା କରିଥିଲେ … Read More

ଆଜିଠୁ ୩ ଦିନ ବର୍ଷା ! ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ବର୍ଷା ହୋଇପାରେ । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ଆଶଙ୍କା ପାଇଁ ୟେଲା ୱାର୍ଣ୍ଣିଂ ଜାରି କରାଯାଇଛି … Read More

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଶରଦ ପାଓ୍ଵାର

ମୁମ୍ବାଇ, (ଓଡିଶା ଟାଇମ୍): ମହାରାଷ୍ଟ୍ରକୁ ନେଇ ପୁଣି ଥରେ ରାଜନୀତି ସରଗରମ ହୋଇ ଉଠିଛି। ନୀତିନ ଗଡକରୀଙ୍କ ନିଜ ଗୃହ ରାଜ୍ୟର ରାଜନୀତିରେ ସକ୍ରିୟ ହୋଇଥିବା ଖବର ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାଓ୍ଵାର ଦିଲ୍ଲୀ ସ୍ଥିତ ବାସଭବନରେ ରାତ୍ରଭୋଜନ ଆୟୋଜନ … Read More