ରାହୁଲ ଗାନ୍ଧିଙ୍କୁ ଭେଟିଲେ ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ମଙ୍ଗଳବାର କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଭେଟିଛନ୍ତି । ରାହୁଲ ଗାନ୍ଧିଙ୍କ ବାସଭବନରେ ଉଭୟଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଥିବା ସୂଚନା ମିଳିଛି । ବିଜେପିକୁ ଚେକ୍ ଦେବା ପାଇଁ ସିକ୍ରେଟ୍ … Read More











