ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ, ଆଜିଠୁ ବଢିବ ବର୍ଷା
ଭୁବନେଶ୍ବର, (ଓଡିଶା ଟାଇମ୍): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି । ଆଜି ଏହା ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ଅଛି … Read More











