ସରିଲା ଖଡି ଲାଗି ନୀତି, ଆଜି ନବଯୌବନ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୁରତୀ
ପୁରୀ, (ଓଡିଶା ଟାଇମ୍): ଜ୍ୱରରୁ ସୁସ୍ଥ ହୋଇଛନ୍ତି ମହାପ୍ରଭୁ ଦାରୁବ୍ରହ୍ମ । ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ଗତକାଲି ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦିବ୍ୟ ପ୍ରଲେପ ଲାଗି ପରେ ଦତ୍ତମହାପାତ୍ର ଶ୍ରୀଅଙ୍ଗରେ ଖଡି ଲାଗି ନୀତି କରିଛନ୍ତି । … Read More











