୨୪ ଘଣ୍ଟାରେ ବାହାରିଲେ ୪୫ ହଜାରରୁ ଅଧିକ ପଜିଟିଭ୍, ୮୧୭ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍); ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ … Read More

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା, ଡବଲ ଏନକାଉଣ୍ଟରରେ ୫ ଆତଙ୍କବାଦୀ ସଫା

ଶ୍ରୀନଗର, (ଓଡିଶା ଟାଇମ୍): ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା । ଭାରତୀୟ ଯବାନଙ୍କ ଗୁଳିରେ ଗୁଳିରେ ୫ ଆତଙ୍କବାଦୀଙ୍କୁ ସଫା । କିଛି ଆତଙ୍କବାଦୀ ଲୁଚି ରହିଥିବା ଅନୁମାନ କରାଯାଉଛି । ସେଠାରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । … Read More

ଆଜି ୪ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍):ଟିକା ଅଭାବ ଯୋଗୁଁ ୪ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ରାଜ୍ୟରେ ଏବେ ମାତ୍ର ୧ ଲକ୍ଷ ୯୦ ହଜାର ୩୮୦ ଡୋଜ୍‌ କୋଭିସିଲ୍ଡ ଟିକା ରହିଛି । ତେଣୁ ଗୁରୁବାର ବଲାଙ୍ଗୀର, ବାଲେଶ୍ୱର, ଢେଙ୍କାନାଳ ଓ … Read More

ରାଜ୍ୟରେ କରୋନା ନେଲା ୫୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ୨୪ ଘଣ୍ଟାରେ ୨୫୪୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୨୩୩୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୫୮ଜଣ … Read More

ମୋଦୀ କ୍ୟାବିନେଟ୍: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ଵ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ମୋଦୀ ସରକାର ଦ୍ଵିତୀୟ ପାଳିରେ ପ୍ରଥମ କ୍ୟାବିନେଟ୍ ସଂପ୍ରସାରଣ ସହ ବଡ ଧରଣର ଅଦଳ ବଦଳ ହୋଇଛି। ଆଜି ୪୩ ଜଣ ନୂତନ ମନ୍ତ୍ରୀ ଭାବେ ଶପଥ ନେବା ପରେ ବିଭାଗ ବଣ୍ଟନ ହୋଇଛି। ୧୫ ଜଣଙ୍କୁ … Read More

ପ୍ରସ୍ତୁତ ହେଲା ମୋଦିଙ୍କ ଜୁମ୍ୱୋ ଟିମ୍‌, ଜାଣନ୍ତୁ କେଉଁ ରାଜ୍ୟରୁ କେତେ ମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ଦ୍ବିତୀୟ ପାଳିର ପ୍ରଥମ ଅଦଳ ବଦଳ କରିଛନ୍ତି। ଅଦଳବଦଳ ଏମିତି ହୋଇଛି ଯେ ଏବେ ଏକ ଜମ୍ବୋ ମନ୍ତ୍ରିମଣ୍ଡଳର ରୂପରେଖ ପ୍ରସ୍ତୁତ କରିଛନ୍ତି । ଟିମ୍‌ ମୋଦିରେ ୟଙ୍ଗ ବ୍ରିଗେଡ଼ … Read More

୧୫ ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ପାଠ କରାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ନରେନ୍ଦ୍ର ମୋଦୀ ସରକାରର ଦ୍ଵିତୀୟ ପାଳିରେ ପ୍ରଥମ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହୋଇଛି। ବୁଧବାର ସନ୍ଧ୍ୟା ୬ଟାରେ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନର ଦରବାଲ ହଲ୍‌ରେ ଆୟୋଜିତ ସ୍ଵତନ୍ତ୍ର ଶପଥ ଗ୍ରହଣ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ … Read More

କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଲେ ଓଡ଼ିଶା ସାଂସଦ ଅଶ୍ୱିନ ବୈଷ୍ଣବ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆଜି ମୋଦୀ ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ହେବା ସହିତ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଅଶ୍ୱିନୀ ବୈଷ୍ଣବ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତେବେ ତାଙ୍କୁ କ୍ୟାବିନେଟରେ … Read More

ନୂତନ ମନ୍ତ୍ରୀମଣ୍ଡଳ ପୂର୍ବରୁ ୧୨ ଜଣଙ୍କ ଇସ୍ତଫା

ନୂଆଦିଲ୍ଲୀ, (ଓଡିଶା ଟାଇମ୍):କେନ୍ଦ୍ରର ମୋଦୀ ସରକାରଙ୍କ ଦ୍ଵିତୀୟ କାର୍ଯ୍ୟକାଳର ପ୍ରଥମ ମନ୍ତ୍ରିମଣ୍ଡଳ ସଂପ୍ରସାରଣରେ ୪୩ ନୂଆ ମନ୍ତ୍ରୀ ସନ୍ଧ୍ୟା ୬ଟାରେ ଶପଥ ଗ୍ରହଣ କରିବେ। ହେଲେ ମନ୍ତ୍ରିମଣ୍ଡଳ ବିସ୍ତାର ଏବଂ ଅଦଳବଳରେ ଅନେକ ବରିଷ୍ଠ ମନ୍ତ୍ରୀ ଇସ୍ତଫା ଦେଇ ସାରିଲେଣି। ଡ.ହର୍ଷବର୍ଦ୍ଧନ, … Read More