ରାଜ୍ୟରେ କରୋନା ନେଲା ୫୯ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ୨୪ ଘଣ୍ଟାରେ ୨୬୦୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୯୭୮୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯୫ଜଣ … Read More

ରଥଯାତ୍ରା ଓ ବାହୁଡ଼ାରେ ଗଜପତି ମହାରାଜା କରିବେ ଛେରାପହଁରା

ପୁରୀ, (ଓଡିଶା ଟାଇମ୍): ଚଳିତ ବର୍ଷ ରଥଯାତ୍ରା ନେଇ ଗଜପତି ଦିବ୍ୟସିଂହ ଦେବ ଗଣମାଧ୍ୟମକୁ ପ୍ରତିକିୟା ଦେଇଛନ୍ତି । ରଥଯାତ୍ରା ଓ ବାହୁଡ଼ାରେ ନିଜେ ଗଜପତି ଛେରାପହଁରା କରିବେ ବୋଲି ଜଣାପଡ଼ିଛି । କୋଭିଡ କଟକଣାର ନିୟମ ପାଳନ କରିବା ସହିତ … Read More

ଭୁବନେଶ୍ୱର ଏମ୍‌ସ ପରିସରରେ ଖୋଲିବ ଅଗ୍ନିଶମ ସେବା କେନ୍ଦ୍ର

ଭୁବନେଶ୍ବର, (ଓଡିଶା ଟାଇମ୍): ସାରା ରାଜ୍ୟରେ ବର୍ତ୍ତମାନ ୩୩୮ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି। ତେବେ ଭୁବନେଶ୍ବର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା କରାଯିବା ନେଇ … Read More

ଉତ୍କଳ ବିଶ୍ବବିଦ୍ୟାଳୟ ସଂସ୍କୃତ ବିଭାଗରେ ଅଗ୍ନିକାଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍): ଉତ୍କଳ ବିଶ୍ବବିଦ୍ୟାଳୟର ଅଗ୍ନିକାଣ୍ଡ । ବିଶ୍ବବିଦ୍ୟାଳୟର ସଂସ୍କୃତ ବିଭାଗରେ ଲାଗିଲା ନିଆଁ । ନିଆଁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି । ଅଗ୍ନିକାଣ୍ଡ ଫଳରେ ବହୁ ଗୁରୁତ୍ବପୂର୍ଣ୍ଣ ସାମଗ୍ରୀ ଓ ଆସବାବପତ୍ର ଜଳିଯାଇଥିବା ଜଣାପଡିଛି … Read More

ଅଭିନେତା ଏଜାଜ ଖାନଙ୍କ ଜାମିନ ଆବେଦନ ଖାରଜ

ମୁମ୍ବାଇ, (ଓଡିଶା ଟାଇମ୍): ଅଭିନେତା ଏଜାଜ ଖାନଙ୍କ ଜାମିନ ଆବେଦନକୁ ମୁମ୍ବାଇ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଡ୍ରଗ୍ସ ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ତାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଗିରଫ କରିଥିଲା। ଡ୍ରଗ୍ସ ବେପାରୀ ଶାଦବ ବଟାଟାଙ୍କୁ ପଚରାଉଚରା ବେଳେ … Read More

ଟିଏମସି ନେତା ମୁକୁଲ ରୟଙ୍କ ପତ୍ନୀଙ୍କ ଦେହାନ୍ତ

କୋଲକାତା, (ଓଡିଶା ଟାଇମ୍): ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଟିଏମସି ନେତା ମୁକୁଲ ରୟଙ୍କ ପତ୍ନୀ କୃଷ୍ଣା ରୟଙ୍କ ଦେହାନ୍ତ । ଚେନ୍ନାଇର ଏକ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସୂଚନା ଅନୁଯାୟୀ, କୃଷ୍ଣା ରୟ ପୋଷ୍ଟ୍ କୋଭିଡ … Read More

ଦେଶର ୮ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ବିଭିନ୍ନ ରାଜ୍ୟର ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି । ଥାବର ଚାନ୍ଦ ଗେହଲଟ ହେଲେ କର୍ଣ୍ଣାଟକ ରାଜ୍ୟପାଳ । ମିଜୋରାମ ରାଜ୍ୟପାଳ ହେଲେ ହରି ବାବୁ କୁମ୍ଭମପତି । ମଧ୍ୟପ୍ରଦେଶ ମଙ୍ଗୁ ଭାଇ … Read More

ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ହୋଇପାରିବନି ରଥଯାତ୍ରା, ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଓଡ଼ିଶାରେ କେବଳ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରା ଅନୁଷ୍ଠିତ ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ଆୟୋଜନ କରାଯାଇପାରିବ ନାହିଁ ବୋଲି ରାୟ ଶୁଣାଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । ଏଥିସହିତ ଏ ସଂପର୍କରେ ମାନ୍ୟବର … Read More

କୋଭିଡ୍ ମୃତ୍ୟୁକୁ ନେଇ ସ୍ପଷ୍ଟୀକରଣ : ସରକାର ମୃତ୍ୟୁସଂଖ୍ୟା ଲୁଚେଇ ନାହାଁନ୍ତି – ଡିଏମଇଟି

ଭୁବନେଶ୍ବର, (ଓଡିଶା ଟାଇମ୍): କୋଭିଡ୍ ମୃତ୍ୟୁକୁ ନେଇ ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ । ପ୍ରତି ଦିନ ଆସୁଥିବା ମୃତ୍ୟୁସଂଖ୍ୟା ରିୟଲ ଟାଇମ୍ ନୁହେଁ । ଗୋଟିଏ ଦିନରେ ଆସୁଥିବା ମୃତ୍ୟୁସଂଖ୍ୟା ସେଇ ନିର୍ଦ୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ୍ … Read More