ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଡାକ୍ତରଖାନାରେ ଭର୍ତ୍ତି
ଭୁବନେଶ୍ବର, (ଓଡିଶା ଟାଇମ୍): ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କରୋନାରେ ଆକ୍ରାନ୍ତ ହୋଇଥିବା ଶ୍ରୀ ସେଠୀଙ୍କୁ ଆଜି ସକାଳ ପ୍ରାୟ ସାଢ଼େ ୧୦ଟା ବେଳେ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ଏମ୍ସ ଅଧୀକ୍ଷକ … Read More











