୨୪ ଘଣ୍ଟାରେ ୪୪ ହଜାରରୁ ଅଧିକ ପଜିଟିଭ୍, ୭୩୮ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ … Read More

ଭୁବନେଶ୍ୱର ପରେ ଗଞ୍ଜାମ ଜିଲ୍ଲାରେ ଦିଆଯିବ କୋଭାକ୍ସିନ୍

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ରାଜଧାନୀ ଭୁବନେଶ୍ୱର ପରେ ଏବେ ଗଞ୍ଜାମ ଜିଲ୍ଲାରେ ଦିଆଯିବ କୋଭାକ୍ସିନ। ଏବେ କେବଳ ଭୁବନେଶ୍ବର ମୁନିସିପାଲ୍ କର୍ପୋରେସନ୍ ଅଞ୍ଚଳରେ କୋଭାକ୍ସିନ ଟିକା ଦିଆଯାଉଛି। ଏବେ ଭୁବନେଶ୍ବରରେ ବହୁ ସ୍ଥାନରେ ସ୍ଲଟ୍ ଖାଲି ପଡୁଛି। ଭୁବନେଶ୍ବରର ଯେକୌଣସି … Read More

ଗତ ୨୪ଘଣ୍ଟାରେ କରୋନା ନେଲା ୪୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୫୪କୁ ବୃଦ୍ଧି … Read More

ରାଜ୍ୟରେ ୨୪ ଘଣ୍ଟାରେ ୨୯୧୭ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୯୦୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୭ଜଣ … Read More

ବିବାହ ବନ୍ଧନରେ ବାନ୍ଧି ହେଲେ ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ଡ଼ ବ୍ୟୋମକେଶ ରାୟ

ଭଦ୍ରକ, (ଓଡିଶା ଟାଇମ୍): ପୁଣି ବର ସାଜିଲେ ଯୁବ ବିଜେଡି ସଭାପତି ତଥା ଚାନ୍ଦବାଲି ବିଧାୟକ ଓ ଭଦ୍ରକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ଡ଼ଃ ବ୍ୟୋମକେଶ ରାୟ । ସ୍ୱସ୍ତି ଚିଲିକା ରିସର୍ଟ ଠାରେ ତାଙ୍କର ବିଭାହ କାର୍ଯ୍ୟକ୍ରମ ଅନୁଷ୍ଠିତ … Read More

ୟାମି ଗୌତମଙ୍କୁ ଇଡିର ସମନ : ମନି ଲଣ୍ଡରିଂ ମାମଲାରେ ହୋଇପାରେ ପଚରାଉଚରା

ମୁମ୍ବାଇ, (ଓଡିଶା ଟାଇମ୍): ବଲିଉଡ଼ ଅଭିନେତ୍ରୀ ୟାମି ଗୌତମଙ୍କୁ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ସମନ କରାଯାଇଛି। ବୈଦେଶିକ ବିନିମୟ ପରିଚାଳନା ଆଇନ(ଫେମା) ଉଲ୍ଲଂଘନ ଅଭିଯୋଗରେ ଅଭିନେତ୍ରୀଙ୍କୁ ଇଡି ପଚରାଉଚରା ପାଇଁ ଡକାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ନିକଟରେ … Read More

ଜେଲରୁ ମୁକୁଳିଲେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ ପ୍ରକାଶ ଚୌଟାଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଶିକ୍ଷକ ନିଯୁକ୍ତି ଦୁର୍ନୀତିରେ ଦଣ୍ଡ ଭୋଗି ଶୁକ୍ରବାର ଦିଲ୍ଲୀ ତିହାର ଜେଲରୁ ମୁକୁଳିଛନ୍ତି ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ରାଷ୍ଚ୍ରୀୟ ଲୋକ ଦଳର ପ୍ରମୁଖ ନେତା ଓମ୍ ପ୍ରକାଶ ଚୌଟାଲା। ଦଣ୍ଡର ଅବଧି ଶେଷ ହେବା … Read More

ରାଜ୍ୟକୁ ଆସିଲା ୯ ଲକ୍ଷ ୪୩ ହଜାର କୋଭିସିଲ୍ଡ ଟିକା

ଭୁବନେଶ୍ବର, (ଓଡିଶା ଟାଇମ୍): ଦେଶର ବିଭିନ୍ନ ରାଜ୍ୟରେ ଟିକାକରଣ ଜାରି ରହିଛି । କିନ୍ତୁ ଟିକା ଅଭାବରୁ କିଛି ରାଜ୍ୟରେ ଟିକାକରଣ ବନ୍ଦ ରହିଥିବା ଜଣାପଡ଼ିଛି । ଓଡ଼ିଶାରେ ମଧ୍ୟ ସମାନ ପରିସ୍ଥିତି କିଛି ଜିଲ୍ଲାରେ ଦେଖିବାକୁ ମିଳିଥିଲା । ଏହି … Read More

ଅଧିକ ସଂକ୍ରମଣ ମାମଲା ଆସୁଥିବା ୬ ଟି ରାଜ୍ୟକୁ କେନ୍ଦ୍ର ପଠାଇଲା ଟିମ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଓଡ଼ିଶାର ଉପକୂଳବର୍ତ୍ତୀ ଜିଲା ସମେତ ପାଖାପାଖି ୧୦ଟି ଜିଲାରେ କୋଭିଡ ସଂକ୍ରମଣ ଚିନ୍ତାଜନକ ସ୍ଥିତିରେ ରହୁଥିବାରୁ ପରିସ୍ଥିତି ଅନୁଧ୍ୟାନ କରିବାକୁ କେନ୍ଦ୍ରୀୟ ଦଳ ଓଡ଼ିଶା ଆସିବେ ବୋଲି ଜଣାଯାଇଛି। ଓଡ଼ିଶା ସମେତ କେରଳ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, … Read More

୭୦% ସିଲାବସ୍‌ ମଧ୍ୟରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍): ଅଫଲାଇନ୍ ରେ ହେବ ମାଟ୍ରିକ୍ ପରୀକ୍ଷା । ୭୦% ସିଲାବସ୍‌ରୁ ହେବ ମାଟ୍ରିକ ପରୀକ୍ଷା । ବାଦ ପଡ଼ିବ ୩୦ ପ୍ରତିଶତ ସିଲାବସ୍‌ । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ … Read More