ସେରମ୍ ଇନଷ୍ଟିଚ୍ୟୁଟକୁ ଝଟ୍କା, ଶିଶୁଙ୍କ ଉପରେ କୋଭୋଭାକ୍ସର ଟ୍ରାଏଲକୁ ମିଳିଲାନି ଅନୁମତି
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ ୨ରୁ ୧୭ ବର୍ଷ ବୟସର ପିଲାଙ୍କ ଠାରେ କୋଭିଡ-୧୯ ଟିକା କୋଭୋଭାକ୍ସର ୨ୟ ଏବଂ ୩ୟ ପର୍ଯ୍ୟାୟ ପରୀକ୍ଷଣ କରିବାକୁ କରାଯାଇଥିବା ଆବେଦନକୁ କେନ୍ଦ୍ର ସରକାର ଅଗ୍ରାହ୍ୟ କରିଦେଇଛନ୍ତି । ସେରମ୍ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ … Read More











