କଣ୍ଠଶିଳ୍ପୀ ଶକ୍ତି ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ଭୁବନେଶ୍ବର, (ଓଡିଶା ଟାଇମ୍): ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ଶକ୍ତି ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି । ଚିକିତ୍ସା ଜାରି ରହିଛି । ମଙ୍ଗଳବାର … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୦ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି … Read More

ରାଜ୍ୟରେ ୨୪ ଘଣ୍ଟାରେ ୨୬୪୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୬୪୨୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More

କରୋନା କ୍ଷତିଗ୍ରସ୍ତ କ୍ଷେତ୍ର ପାଇଁ ପ୍ୟାକେଜ୍‌ ଘୋଷଣା କଲା କେନ୍ଦ୍ର

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ ମଧ୍ୟରେ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରୋନାରେ ପ୍ରଭାବିତ ସେକ୍ଟରମାନଙ୍କ ପାଇଁ ୧.୧ ଲକ୍ଷ କୋଟି ଟଙ୍କାର ଋଣ ଗ୍ୟାରେଣ୍ଟି ସ୍କିମ୍ ଘୋଷଣା କରିଛନ୍ତି … Read More

ଅସନ୍ତୁଷ୍ଟ ପିଲା ପରୀକ୍ଷା ଦେଇପାରିବେ : ବୋର୍ଡ କର୍ତ୍ତୃପକ୍ଷ

କଟକ, (ଓଡିଶା ଟାଇମ୍): ମାଟ୍ରିକ୍ ଫଳାଫଳକୁ ନେଇ ଦେଖାଦେଇଥିବା ଅସନ୍ତୋଷ ପରେ ପ୍ରତିକ୍ରିୟା ରଖିଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ସବୁ କିଛି ସ୍ଵଚ୍ଛତାର ସହ ହୋଇଛି । ବିକଳ୍ପ ଅଛି, ପିଲାମାନେ ଆଉଥରେ ପରୀକ୍ଷା ଦେଇ ପାରିବେ । ୨ ବର୍ଷ … Read More

ମାଟ୍ରିକ ଫଳାଫଳକୁ ନେଇ ଅସନ୍ତୋଷ: ତାତିଲେ ଛାତ୍ରଛାତ୍ରୀ, ଅଭିଭାବକ

ଭୁବନେଶ୍ବର, (ଓଡିଶା ଟାଇମ୍): ମାଟ୍ରିକ ରେଜଲ୍‌ଟକୁ ନେଇ ତାତିଲେ ଛାତ୍ରଛାତ୍ରୀ ଓ ଅଭିଭାବକ। ଫଳାଫଳରେ ଅସନ୍ତୋଷ ପ୍ରକାଶ କରି ରାଜ୍ୟର ବିଭିନ୍ନ ସ୍ଥାନରେ ମାଟ୍ରିକ୍ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ପ୍ରତିବାଦ କରିଛନ୍ତି।କଟକ କଲେଜ ଛକ ସରସ୍ୱତୀ ଶିଶୁ ମନ୍ଦିରରେ ଶିକ୍ଷକଙ୍କୁ … Read More

୫% ସଂକ୍ରମଣ କମ୍ ଥିବା ଜିଲ୍ଲାମାନଙ୍କରେ କୋହଳ ହୋଇପାରେ କଟକଣା : ଡିଏମଇଟି

ଭୁବନେଶ୍ବର, (ଓଡିଶା ଟାଇମ୍) : ଜୁନ୍‌ ସରିବାକୁ ଆଉ ୨ ଦିନ ବାକି। ଜୁନ୍‌ ୩୦ ପରେ ରାଜ୍ୟରୁ କରୋନା କଟକଣା ହଟିବ କି ? ଏହାକୁ ଅପେକ୍ଷା କରିଛନ୍ତି ରାଜ୍ୟବାସୀ। ହେଲେ କରୋନା  ସ୍ଥିତିକୁ ନେଇ ଆଶା ଜନକ ଫଳ ଦିଶୁନି। … Read More

ରାଜଧାନୀରେ ୧୦କୋଟିର ଜିଏସଟି ଠକେଇ, ଆଇରନ୍ ସ୍କ୍ରାପ୍ ବ୍ୟବସାୟୀ ସ୍ମୃତିରଞ୍ଜନ ସାହୁ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜଧାନୀରେ ଜିଏସଟି ଠକେଇ । ୧୦ କୋଟିର ଜିଏସଟି ଠକେଇ ଅଭିଯୋଗରେ ଆଇରନ୍ ସ୍କ୍ରlପ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି । ବ୍ୟବସାୟୀ ସ୍ମୃତିରଞ୍ଜନ ସାହୁକୁ ବିଜେପିନଗର ସ୍ଥିତ ଘରୁ ଗିରଫ କରିଛି ରାଜ୍ୟ ଜିଏସଟି ବିଭାଗ । … Read More

ଆଉ ୬ ଲକ୍ଷ କୋଭିସିଲ୍ଡ ଟିକା ଦେବାକୁ କେନ୍ଦ୍ରକୁ ଜଣାଇଲା ରାଜ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍): ଜୁନ୍ ମାସର ୬ ଲକ୍ଷ କୋଭିସିଲ୍ଡ ଟିକା ଦେବାକୁ କେନ୍ଦ୍ରକୁ ଜଣାଇଲା ରାଜ୍ୟ । ଏ ନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ କେନ୍ଦ୍ରକୁ ଜଣାଇଛନ୍ତି । ଟିକା ଆସିଲେ ସୁରୁଖୁର ଭାବେ ଟିକାକାରଣ କରିହେବ। ମଙ୍ଗଳବାର … Read More

ଫୁସଫୁସକୁ ଶୀଘ୍ର ସଂକ୍ରମିତ କରେ ଡେଲଟା ପ୍ଲସ୍ ଭାରିଆଣ୍ଟ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ନୂଆ ଆତଙ୍କ ସୃଷ୍ଟି କରିଛି କରୋନାର ଡେଲଟା ପ୍ଲସ୍ ଷ୍ଟ୍ରେନ୍ । ଭାଇରସର ଏହି ଭାରିଆଣ୍ଟ  ଅନେକ ରାଜ୍ୟରେ ଚିହ୍ନଟ ହେଲାଣି । ଏହାକୁ ନେଇ ନ୍ୟାଶନାଲ ଆଡଭାଇଜାରୀ ଗ୍ରୁପ୍ ଅଫ୍ ଇମ୍ୟୁନାଇଜେସନ୍ ବା ଏନଟିଏଜିଆଇ … Read More