ମହାନଦୀ ଜଳ ବିବାଦ ମାମଲା : ତଥ୍ୟ ଦାଖଲ କଲା ଓଡିଶା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଅଗଷ୍ଟ ୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି । ଶୁଣାଣି ପୂର୍ବରୁ କେନ୍ଦ୍ରୀୟ ଏଜେନ୍ସିକୁ ୨ ରାଜ୍ୟକୁ ମାଗିଥିବା ସମସ୍ତ ତଥ୍ୟକୁ ଦାଖଲ କରିବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଛତିଶଗଡ ଓ … Read More

ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍): ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।  ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ … Read More

ବିଜେଡି ପକ୍ଷରୁ ୩୦ ଜିଲ୍ଲା ପାଇଁ ୬ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ଦାୟିତ୍ବ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦ଟି ଜିଲ୍ଲାର ଦାୟିତ୍ୱ ୩୦ ଜଣ ନେତାଙ୍କୁ ଦେଇଥିବା ବେଳେ ସେମାନଙ୍କୁ ପରାମର୍ଶ ଓ ପ୍ରସ୍ତାବ ଦେବା ପାଇଁ ଦଳର ୬ ଜଣ ନେତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ … Read More

ଦେବଗଡ ଗଲା ଏପିଡୋମିଲୋଜି ଟିମ୍

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କରୋନାର ଡେଲଟା ପ୍ଲସ୍ ଭାରିଏଣ୍ଟ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଦେବଗଡ ଗଲା ଏପିଡୋମିଓଲୋଜି ଟିମ୍ । ତାଙ୍କ ସ୍ବାସ୍ଥ୍ୟାବସ୍ଥା କେମିତି ରହିଛି, ସେ କାହା ସାଙ୍ଗରେ ମିଶିଥିଲେ, ସେ ଯାହା ସାଙ୍ଗରେ … Read More

ଆଉ ୭ ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ , ୨ ମାସରେ ସରିବ କାମ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନାର ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ ବହୁ ଜୀବନ ଅକାଳରେ ଝଡ଼ି ପଡ଼ିଲା। ଏବେ ପୁଣି ଘାରିଲାଣି ତୃତୀୟ ଲହର ଚିନ୍ତା। ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଲେଣି ରାଜ୍ୟ ସରକାର। ଅକ୍ସିଜେନ ଅଭାବରୁ ଯେପରି … Read More

୩୦ ଜିଲ୍ଲା ପାଇଁ ବିଜେଡିର ନୂଆ ପର୍ଯ୍ୟବେକ୍ଷକ, ନିଯୁକ୍ତି ଦେଲେ ପାର୍ଟି ସୁପ୍ରିମୋ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଜୁ ଜନତା ଦଳର ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ । ୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି । ସମସ୍ତ ୩୦ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଅନୁଗୁଳ-ପ୍ରଶାନ୍ତ … Read More

ଦେଶରେ କମୁଛି ସଂକ୍ରମଣ, ୫୦ ହଜାର ତଳକୁ ଖସିଲା ଦୈନିକ ମାମଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ … Read More

ବଟି ଆଦାୟ ମାମଲା, ଦେଶମୁଖଙ୍କ ଦୁଇ ସହଯୋଗୀ ଗିରଫ

ମୁମ୍ବାଇ, (ଓଡିଶା ଟାଇମ୍): ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ PA କୁନ୍ଦନ ସିନ୍ଦେ ଏବଂ PS ସଞ୍ଜୀବ ପାଲାଣ୍ଡେଙ୍କୁ ଗିରଫ କରିଛି ଇଡି । ମନି ଲଣ୍ଡରିଂ ମାମଲାରେ ଉଭୟଙ୍କ ବିରୋଧରେ ଇଡି ନେଇଛି କଡ୍ଡା ପଦକ୍ଷେପ । ଆଜି … Read More

ଅଯୋଧ୍ୟାର ବିକାଶ ପାଇଁ ଅଣ୍ଟା ଭିଡିଲେ ମୋଦୀ, ଆଜି ଭିଡିଓ କନଫରେନ୍ସିଂ ଜରିଆରେ କରିବେ ସମୀକ୍ଷା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଆଗକୁ ଥିବା ବେଳେ ଅଯୋଧ୍ୟାର ବିକାଶ ପାଇଁ ଅଣ୍ଟା ଭିଡ଼ିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅଯୋଧ୍ୟାର ବିକାଶ ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା କେତେ ବାଟ ଆଗେଇଛି ଓ ଆଗକୁ କ’ଣ … Read More

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍): ସମୁଦ୍ର ପତ୍ତନରେ ଥିବା ନିମ୍ନଚାପ ରେଖା ଶୁକ୍ରବାର ପୂର୍ବ ଉତ୍ତରପ୍ରଦେଶରୁ ଉତ୍ତର ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହାଛଡା ଝାଡ଼ଖଣ୍ଡ ଏବଂ ତା’ର ଆଖପାଖ ଅଞ୍ଚଳରେ … Read More