ଆସାମରେ ଭୂକମ୍ପ ଝଟକା ଅନୁଭୂତ

ଆସାମ,(ଓଡିଶା ଟାଇମ୍): ଆସାମରେ ୨୪ ଘଣ୍ଟାରେ ପ୍ରାୟ ୫ ଥର ଭୂକମ୍ପ ଝଟକା ଅନୁଭବ ହୋଇଥିବା ନେଇ ଖବର ମିଳିଛି। ଏନସିଏସ ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା … Read More

ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବିଜେପିର ମଙ୍ଗ ଧରିବେ ଜୟରାମ ଠାକୁର

ହିମାଚଳପ୍ରଦେଶ, (ଓଡିଶା ଟାଇମ୍) :ହିମାଚଳ ପ୍ରଦେଶ ବିଜେପି ୨୦୨୨ ବିଧାନସଭା ନିର୍ବାଚନ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ନେତୃତ୍ୱରେ ଲଢିବ। ରାଜ୍ୟ ବିଜେପିର ୩ ଦିବସୀୟ କନକ୍ଲେଭରେ ଏହି ନିଷ୍ପତ୍ତି ହୋଇଛି। ତେବେ ନିର୍ବାଚନ ଲାଗି ରାଜ୍ୟ ସଙ୍ଗଠନ ଅଥବା ସରକାରରେ କୌଣସି … Read More

ଆଇଏଏସ ଅଧିକାରୀ ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍): ଗୁଜୁରାଟ କ୍ୟାଡରର ଓଡ଼ିଆ ଆଇଏଏସ ଅଫିସର ଡକ୍ଟର ଗୁରୁପ୍ରସାଦ ମହାପାତ୍ରଙ୍କର ପରଲୋକ । ଗୁରୁପ୍ରସାଦଙ୍କ ଦେହାନ୍ତକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ଵିଟ୍ କରି ଶୋକ ପ୍ରକାଶ … Read More

୫୧ ବର୍ଷରେ ପାଦ ଥାପିଲେ କଂଗ୍ରେସ ଯୁବରାଜ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କୁ ଆଜି ୫୧ ବର୍ଷ ହୋଇଛି । କରୋନା ମହାମାରୀ ହେତୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାହୁଲ ଚଳିତ ବର୍ଷ ତାଙ୍କ ଜନ୍ମଦିନ ପାଳନ ନକରିବାକୁ ନିଷ୍ପତ୍ତି ନେଇଛନ୍ତି । ଜୁନ୍ … Read More

ଜୁଲାଇରୁ ପୂର୍ଣ୍ଣ କାର୍ଯକ୍ଷମ ହେବ ରାଜଧାନୀର ସରକାରୀ ଅଫିସ୍

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜଧାନୀରେ ସରକାରୀ କର୍ମଚାରୀଙ୍କୁ ଡବଲ ଡୋଜ ଟିକା ବାଧ୍ୟତାମୂଳକ କରାଯାଇଛି। ୨ଟି ଡୋଜ ଟିକାକରଣ ହୋଇନଥିଲେ ଅଫିସ ଆସିପାରିବେନି କର୍ମଚାରୀ। ଆଉ ସେମାନଙ୍କର ଅଫିସରେ ଅନୁପସ୍ଥିତିକୁ ଉଦ୍ଦେଶ୍ୟମୂଳକ ଛୁଟି ଭାବେ ବିବେଚନା କରାଯିବ। ଏନେଇ ସବୁ ବିଭାଗକୁ … Read More

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୦ ହଜାରରୁ ଅଧିକ କୋଭିଡ୍ ପଜିଟିଭ୍, ୧୬୪୭ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ … Read More

ଫ୍ଲାଇଂ ଶିଖ୍ ମିଲଖା ସିଂହଙ୍କ ଦେହାନ୍ତ: ୯୧ ବର୍ଷରେ ତ୍ୟାଗ କଲେ ଶେଷ ନିଶ୍ୱାସ

ଚଣ୍ଡୀଗଡ଼,(ଓଡିଶା ଟାଇମ୍): ଆଉ ନାହାଁନ୍ତି ଫ୍ଲାଇଂ ଶିଖ୍ ଭାବେ ପରିଚିତ ତଥା କିମ୍ୱଦନ୍ତି ଧାବକ ମିଲଖା ସିଂହ । ୯୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଗତକାଲି ବିଳମ୍ୱିତ ରାତିରେ ଚଣ୍ଡିଗଡ଼ର ପିଜିଆଇରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି … Read More

ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୩୯୨୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫୪ଜଣ … Read More

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ

ଭୁବନେଶ୍ବର, (ଓଡିଶା ଟାଇମ୍): ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ। ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି। ଦଶମ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ ମାର୍କିଂ … Read More