ଗଣଶିକ୍ଷା ବିଭାଗର ସୂଚନା, ଏପ୍ରିଲ୍‌ ୨ରୁ ସକାଳୁ ସ୍କୁଲ ଯିବେ ଛାତ୍ରଛାତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟର ବୃଦ୍ଧି ପାଇବାରେ ଲାଗିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ସକାଳ … Read More

ଗାନ୍ଧୀମୂର୍ତ୍ତି ତଳେ କଂଗ୍ରେସ ବିଧାୟକଙ୍କ ଧାରଣା, ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତିକୁ ପ୍ରତିବାଦ

ଭୁବନେଶ୍ବର, (ଓଡିଶା ଟାଇମ୍): ଗାନ୍ଧୀମୂର୍ତ୍ତି ତଳେ ଧାରଣା । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିବୃତ୍ତିକୁ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି । ଗୃହ ରାଷ୍ଟ୍ର ମନ୍ତ୍ରୀ ବିଧାନସଭାରେ ଉତ୍ତର ନଦିଅନ୍ତୁ ବୋଲି ଦାବି କରିଥିଲା କଂଗ୍ରେସ। ଏହି ଦାବିକୁ ବାଚସ୍ପତି ସୂର୍ଯ୍ୟ … Read More

ଆସିଲା ଭାରତର ପ୍ରଥମ ହାଇଡ୍ରୋଜେନ କାର, ସଂସଦ ଯାଏଁ ଯାତ୍ରା କଲେ ନୀତିନ ଗଡକରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଭାରତ ମାଟିରେ ଗଡିଛି ହାଇଡ୍ରୋଜନ ଚାଳିତ କାର । ଯାହାକି ପ୍ରଥମ ଘଟଣା । ପୂର୍ବରୁ ପେଟ୍ରୋଲ, ଜିଡେଲରେ ପ୍ରତି ସଡକରେ ଚାଲୁଥିଲା ଗାଡି । ହେଲେ ଦୀର୍ଘଦିନର ଅପେକ୍ଷା ପରେ ଆଜି ପ୍ରଥମଥର ପାଇଁ ଭାରତୀୟ … Read More

ତୈଳ ଦରରେ ଲାଗୁନି ବ୍ରେକ୍‌; ଆଜି ପୁଣି ପେଟ୍ରୋଲ ଡିଜେଲ ଦର ବୃଦ୍ଧି

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପ୍ରକ୍ରିୟା ବନ୍ଦ ହେବାର ନାଁ ନେଉନି । ଭାରତୀୟ ପେଟ୍ରୋଲିୟମ ମାର୍କେଟିଂ କମ୍ପାନୀଗୁଡିକ ଆଜି ୩୦ମାର୍ଚ୍ଚ ୨୦୨୨ରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି କରିଛନ୍ତି । ଜାତୀୟ … Read More

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୫୯ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୦୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ … Read More

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକାସାଙ୍ଗେ ୬ଟି ସ୍ଥାନରେ ଚାଲିଛି ରେଡ୍‌

ନୟାଗଡ଼, (ଓଡିଶା ଟାଇମ୍):  ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଚାଲିଛି । ଏକାସାଙ୍ଗେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି … Read More

ଆଜି ଆସିବ କାମଚଳା ବଜେଟ, ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ବୁଧବାର ବିଧାନସଭାରେ ଆଗତ ହେବ କାମଚଳା ବଜେଟ । ଅପରାହ୍ଣରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । କାମଚଳା ବଜେଟ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ … Read More

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଓ ଅନ୍ୟ ଅଧିକାରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରଗତି ପାଇଁ ଅଧିକ ପ୍ରତିବଦ୍ଧତା ଜରୁରୀ। ରାଜ୍ୟର ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ କର୍ମଚାରୀ ସଂଘ କର୍ମକର୍ତ୍ତାଙ୍କୁ ଏହି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ବିକାଶ, ପ୍ରଗତି ପାଇଁ ଦୃଢ଼ତାର ସହ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ … Read More

କାଳିଆ ପଢିହାରୀ ହତ୍ୟାକାଣ୍ଡ ଘଟଣା, ଆଉ ୨ ଅଭିଯୁକ୍ତଙ୍କୁ ନେଇ କ୍ରାଇମ୍ ସିନ୍ ରିକ୍ରିଏସନ କଲା ପୋଲିସ

ପୁରୀ, (ଓଡିଶା ଟାଇମ୍): ବହୁଚର୍ଚ୍ଚିତ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ଓରଫ କାଳିଆ ପଢିଆରୀଙ୍କୁ ଗୁଳି କରି ହତ୍ୟା ଘଟଣା । ମାମଲାରେ ଆଜି ଅନ୍ୟ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ନେଇ ପୋଲିସ କ୍ରାଇମ୍ ସିନ୍ ରିକ୍ରିଏସନ କରିଛି। ଶନିବାର … Read More

କୋଭିଡ ମହାମାରୀ ଯକ୍ଷ୍ମା ବିରୁଦ୍ଧରେ ଯୁଦ୍ଧ ପ୍ରତିହତ କରିଛି

ଭୁବନେଶ୍ବର, (ଓଡିଶା  ଟାଇମ୍): ଭାରତରେ ଯକ୍ଷ୍ମା ରୋଗୀମାନଙ୍କର ସଂଖ୍ୟା ଆକଳନ କରି ତାଲିକାଭୁକ୍ତ କରିବା ଓ ରୋଗର ନିରାକରଣ କରିବା ଏକ ଆହ୍ୱାନ ହୋଇଥିବା ବେଳେ କୋଭିଡ ମହାମାରୀର ବିସ୍ଫୋରଣ ଏହି କାର୍ଯ୍ୟକୁ ଅନେକ ମାତ୍ରାରେ ପ୍ରତିହତ କରିଛି । ଗୁରୁବାର … Read More