ଅଗଷ୍ଟ ସୁଦ୍ଧା ଭାରତରେ ଉପଲବ୍ଧ ହେବ କରୋନାର ଦ୍ୱିତୀୟ ସ୍ୱଦେଶୀ ଟିକା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଅଗଷ୍ଟରୁ ଭାରତରେ ଉପଲବ୍ଧ ହେବ କରୋନାର ୨ୟ ସ୍ୱେଦେଶୀ ଟିକା । ହାଇଦ୍ରାବାଦ କମ୍ପାନୀ ବାୟୋଲଜିକାଲ-ଇ ଦ୍ୱାରା ପ୍ରସ୍ତୁତ ଏହି ଟିକାର ୩୦ କୋଟି ଡୋଜ କିଣିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି । ଏଥିପାଇଁ … Read More

୭-୮ ଦିନରେ ଓଡିଶା ଛୁଇଁବ ମୌସୁମୀ !

ଭୁବନେଶ୍ବର, (ଓଡିଶା ଟାଇମ୍): କେରଳରେ ପାଦ ଥାପିଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ଦକ୍ଷିଣ କେରଳରେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ବର୍ଷା ପରିମାଣ ଅପେକ୍ଷାକୃତ କମ୍‌ ରହିଛି । ଗୁରୁବାର ସକାଳୁ ବର୍ଷା ପ୍ରକୋପ କମିଛି । ଦକ୍ଷିଣ-ପୂର୍ବ ଆରବ ସାଗରରେ … Read More

ରାଜ୍ୟରେ କରୋନା ନେଲା ୩୯ଜଣଙ୍କ ଜୀବନ

ଭୁବନେଶ୍ଵର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୭୭୨୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୮୬୯୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩୧ଜଣ … Read More

ଆଜିଠୁ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ; ଆହୁରି କଡ଼ାକଡ଼ି ହେଲା ଯାଞ୍ଚ

ଭୁବନେଶ୍ବର, (ଓଡିଶା ଟାଇମ୍): ଆଜିଠୁ ଆରମ୍ଭ ହୋଇଛି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଲକଡାଉନ୍। ଆସନ୍ତା ୧୭ ତାରିଖ ଯାଏ ଲକ୍‌ଡାଉନ୍ ବଢ଼ିବା ପରେ ଆଜିଠୁ ଆହୁରି କଡ଼ାକଡ଼ି ହେବ କଟକଣା। କରୋନା ସଂକ୍ରମଣକୁ ନିୟନ୍ତ୍ରଣରେ ଆଣିବାକୁ ଲକ୍‌ଡାଉନକୁ ବଢ଼ାଯାଇଛି। ରାଜଧାନୀ ଭୁବନେଶ୍ୱର, … Read More

୨୪ ଘଣ୍ଟାରେ ବାହାରିଲେ ୧ ଲକ୍ଷ ୨୭ ହଜାରରୁ ଅଧିକ ପଜିଟିଭ୍, ୨୭୯୫ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୭ ହଜାରରୁ … Read More

ଆସନ୍ତାକାଲିଠୁ ରାଜ୍ୟରେ ୧୮+ ଟିକାକରଣ ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଟିକାର ଘୋର ଅଭାବ । ତେଣୁ କାଲିଠୁ ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କ ପାଇଁ ଟିକାକରଣ ବନ୍ଦ । ଟିକା ଆସିଲେ ଯାହା କିଛି ନିଷ୍ପତ୍ତି ନିଆଯିବ ବୋଲି ସରକାର ସ୍ପଷ୍ଟ କରିଛନ୍ତି । … Read More

ରାଜ୍ୟରେ କରୋନା ନେଲା ସର୍ବାଧିକ ୩୭ ଜଣଙ୍କ ଜୀବନ, ୨୭୯୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୭୩୫ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୯୨ ଜଣ … Read More

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ ଆଶ୍ୱସ୍ତି, ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ । ତିନୋଟି ମାମଲାରେ ପ୍ରଦୀପଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ । ଦୁଇ ଲକ୍ଷ ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ବିଧାୟକଙ୍କୁ ଜାମିନ ପ୍ରଦାନ କରାଯାଇଛି । … Read More