ହରିୟାଣାରେ ଜୁନ୍ ୭ ଯାଏଁ ବଢିଲା ଲକଡାଉନ୍ ଅବଧି

ହରିୟାଣା, (ଓଡିଶା ଟାଇମ୍): କରୋନାକୁ ନେଇ ଦେଶର ବିଭିନ୍ନ ରାଜ୍ୟରେ ବିଭିନ୍ନ ରଣନୀତି ଗ୍ରହଣ କରାଯାଉଛି । କୌଣସି ସ୍ଥାନରେ ଲକଡାଉନ୍ ଖୋଲାଯାଉଛି, ତ ଆଉଁ କେଉଁଠି ଜାରି ରହିଛି ପ୍ରତିବନ୍ଧକ । ତେବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର … Read More

୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୬୫,୫୫ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୩,୪୬୦

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୬୫ ଲକ୍ଷକୁ ଖସି ଆସିଥିବା ବେଳେ ମୃତ୍ୟୁସଂଖ୍ୟା ୩.୫ ହଜାର ତଳକୁ ଖସିଛି। ଗତ ୬ ସପ୍ତାହ ମଧ୍ୟରେ ଆଜି ଦୈନିକ ନୂଆ ସଂକ୍ରମଣ ରେକର୍ଡ … Read More

ଗୁପ୍ତରେ ବିବାହ କଲେ ୫୬ ବର୍ଷୀୟ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ

ଲଣ୍ଡନ, (ଓଡିଶା ଟାଇମ୍): ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ବିବାହ କରିଛନ୍ତି। ଗୋପନରେ ଆୟୋଜିତ ଏକ ଉତ୍ସବରେ ସେ ତାଙ୍କ ପ୍ରେମିକା କ୍ୟାରୀ ସାଇମଣ୍ଡସ୍‍ଙ୍କୁ ନିଜ ଜୀବନସାଥୀ ଭାବରେ ଗ୍ରହଣ କରିଛନ୍ତି। ଖବରକାଗଜ ସନ୍‍ ସୂତ୍ରରୁ ଜଣାଯାଇଛି ଯେ ୱେଷ୍ଟମିନିଷ୍ଟର କ୍ୟାଥେଡ୍ରାଲରେ … Read More

ଟଙ୍କା ଉଠାଣ ନିୟମରେ ପରିବର୍ତ୍ତନ ଆଣିଲା ଏସବିଆଇ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଏସବିଆଇ ଗ୍ରାହକଙ୍କ ପାଇଁ ଆଣିଛି ଖୁସି ଖବର । ଟଙ୍କା ଉଠାଣ ନିୟମରେ ପରିବର୍ତ୍ତନ କରାଯାଇଛି । କରୋନା ମହାମାରୀର ଦ୍ୱିତୀୟ ଲହରୀ ମଧ୍ୟରେ ଅଣ ଘରୋଇ ଶାଖାଗୁଡ଼ିକରେ ନଗଦ … Read More

ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍): ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ଏନେଇ ପ୍ରଣୟଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି। ମୃତ୍ୟୁ … Read More

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ !

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଠିକ୍ ସମୟରେ ଆସିବ ମୌସୁମୀ  । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ-ତାମିଲନାଡୁର ଅତି ନିକଟରେ ପହଞ୍ଚି ଗଲାଣି । ମୌସୁମୀର ଉତ୍ତର ଭାଗ ବର୍ତ୍ତମାନ ସମୟରେ କୋମୋରିନ ସାଗର ତଟଠାରୁ ପାଖାପାଖି ୧୦୦ କିଲୋମିଟର ଦୂରରେ … Read More

ରାଜ୍ୟରେ କରୋନା ନେଲା ଆଉ ୩୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୯୫୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୯୫୪୧ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୯୫୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୬୬୮୪ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୪୩ ଜଣ … Read More

କରୋନାରେ ପରିବାରର ମୁଖ୍ୟ ଆୟକାରୀଙ୍କ ମୃତ୍ୟୁ ହେଲେ କେନ୍ଦ୍ର ସରକାର ଦେବେ ଫ୍ୟାମିଲି ପେନସନ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କେନ୍ଦ୍ରରେ ବିଜେପି ସରକାରର ୭ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅନେକ ବଡ଼ ଘୋଷଣା କରିଛନ୍ତି। କୋଭିଡ-୧୯ ଦ୍ୱିତୀୟ ଲହର ଏବେ ସାରା ଦେଶକୁ ଅସ୍ତବ୍ୟସ୍ତ କରି ରଖିଛି। ଏଥିରେ ଦେଶର ପ୍ରତ୍ୟେକ … Read More

ମୁସ୍କିଲ ସମୟରେ ଭାରତର ସାହାଯ୍ୟକୁ ଆମେ କେବେ ବି ଭୁଲି ପାରିବୁ ନାହିଁ: ଆମେରିକା

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ପାଞ୍ଚ ଦିନିଆ ଆମେରିକା ଗସ୍ତରେ ଥିବା ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଶନିବାର ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲୟଡ ଅଷ୍ଟିନ ଓ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଛନ୍ତି। ପେଣ୍ଟାଗନରେ ହୋଇଥିବା ସାକ୍ଷାତରେ ଜୟଶଙ୍କର ଦୁଇ ମନ୍ତ୍ରୀଙ୍କ ସହ … Read More