ରାଜ୍ୟରେ କରୋନା ନେଲା ଆଉ ୩୫ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୭୧୮୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୮୬କୁ ବୃଦ୍ଧି ପାଇଛି । … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୭୧୮୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡ଼ିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୧୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪୭୧୪୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୨୬ ଜଣ କ୍ବାରେଣ୍ଟାଇନ୍‌ରେ … Read More

ଜୁନ୍ ପହିଲାରୁ ଖୋଲିବ କଲେଜ, ଉଚ୍ଚଶିକ୍ଷା ସଚିବଙ୍କ ଚିଠି

ଭୁବନେଶ୍ବର ,(ଓଡିଶା ଟାଇମ୍): ଖୁବଶୀଘ୍ର ଖୋଲିବ କଲେଜ । ମେ’ ୩୧ରେ ଖରା ଛୁଟି ସରିବା ପରେ ଜୁନ୍ ପହିଲାରୁ ଖୋଲିବ କଲେଜ। ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଜୁନ୍ ପହିଲାରୁ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । … Read More

ରାଜ୍ୟର ୩ ଜିଲାରେ ନୂଆ କୋଭିଡ ହସ୍ପିଟାଲ – ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟର ୩ ଜିଲା ସୁନ୍ଦରଗଡ, ସମ୍ବଲପୁର ଓ ଅନୁଗୁଳରେ ନୂଆ କୋଭିଡ ହସ୍ପିଟାଲ ହେବ। ରାଜ୍ୟ ସରକାର ସମ୍ବଲପୁରରେ ନୂତନ କୋଭିଡ ହସ୍ପିଟାଲ ନର୍ମାଣ କରିବେ। ଏହା ଏକ ବିକାଶ ସିଟି ହସ୍ପିଟାଲ ହେବ। ସମ୍ବଲପୁରରେ ନିର୍ମାଣ … Read More

ଆଉ କାହିଁକି ଦେଖିବାକୁ ମିଳୁନି ୨୦୦୦ ଟଙ୍କିଆ ନୋଟ୍ ? ଖୁଲାସା କଲା ଆରବିଆଇ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ନଭେମ୍ବର ୨୦୧୬ରେ ସରକାର ୫ ଶହ ଏବଂ ହଜାରେ ଟଙ୍କିଆ ନୋଟ୍‌ର ପ୍ରଚଳନ ବନ୍ଦ କରିଥିଲେ । ବିମୁଦ୍ରୀକରଣ ପରେ ନୂଆ ପାଞ୍ଚ ଶହ ଏବଂ ୨ହଜାର ଟଙ୍କିଆ ନୋଟ୍‌ର ପ୍ରଚଳନ ଆରମ୍ଭ ହୋଇଥିଲା। ଭାରତୀୟ ରିଜର୍ଭ … Read More

ଟିକାକରଣକୁ ନେଇ ବଡ଼ ଘୋଷଣା କଲେ ଜାଭଡେକର, କହିଲେ- ୨୦୨୧ ଶେଷ ସୁଦ୍ଧା ସମସ୍ତେ ନେଇସାରିଥିବେ ଭ୍ୟାକ୍‌ସିନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କରୋନାର ଦ୍ବିତୀୟ ଲହର ଘାତକ ହୋଇଥିବା ବେଳେ ଏବେ ଦେଶରେ ଟିକାକରଣ ଚାଲିଛି। ଟିକା ଉତ୍ପାଦନ କ୍ଷମତା ବୃଦ୍ଧି କରିବାକୁ ସରକାର ପଦକ୍ଷେପ ନେଉଛନ୍ତି। ଏହା ସହ ବିଦେଶରୁ ଟିକା ଆମଦାନୀ ଉପରେ ଜୋର ଦେଉଛନ୍ତି ସରକାର। … Read More

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରେ ଓଡିଶାକୁ ୫୦୦ କୋଟିର ସହାୟତା ଘୋଷଣା, ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା

ଭୁବନେଶ୍ବର, (ଓଡିଶା ଟାଇମ୍): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଓଡିଶା ଗସ୍ତ କରି ବାତ୍ୟା ୟସ୍‌ରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହିତ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବାତ୍ୟା ସହାୟତା … Read More

ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ‘ୟସ’ ସମୀକ୍ଷା ବୈଠକ ଶେଷ ; ଦୀର୍ଘସୂତ୍ରୀ ବ୍ୟବସ୍ଥା ଚାହେଁ ଓଡିଶା

ଭୁବନେଶ୍ବର, (ଓଡିଶା ଟାଇମ୍): ବାତ୍ୟା ୟସ କ୍ଷୟକ୍ଷତିର ସମୀକ୍ଷା ପାଇଁ ଆଜି ଓଡିଶା ଓ ପଶ୍ଚମିବଙ୍ଗ ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚି ସମୀକ୍ଷା ବୈଠକ କରିଛନ୍ତି। ୧ ଘଣ୍ଟା ପରେ ବୈଠକ … Read More

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାତ୍ୟା ସମୀକ୍ଷା କରିବାକୁ ଓଡ଼ିଶା ଗସ୍ତରେ ଆସିଛନ୍ତି ମୋଦି। ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ଏୟାରପୋର୍ଟରେ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ … Read More

୨୪ ଘଣ୍ଟାରେ ଦେଶରେ ୧ଲକ୍ଷ ୮୬ ହଜାରରୁ ଅଧିକ କରୋନା ପଜିଟିଭ୍, ୩୬୬୦ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୮୬ ହଜାରରୁ … Read More