ଆଜି ୩ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍):ଶୁକ୍ରବାରଠୁ ପୁଣି ଟିକାକରଣ ଜୋର୍‌ ଧରିବ । ବାତ୍ୟାରେ ବେଶି ପ୍ରଭାବିତ ବାଲେଶ୍ୱର, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଛାଡ଼ି ସବୁଠି ଟିକାକରଣ ହେବ । ୬୭୪ କେନ୍ଦ୍ରରେ ଶୁକ୍ରବାର ଟିକା ଦେବାକୁ ଯୋଜନା ରହିଥିବା ବେଳେ ଗୁରୁବାର … Read More

ହକି ଷ୍ଟିକରେ ସାଗରଙ୍କୁ ଆକ୍ରମଣ କରିଥିଲେ ସୁଶିଲ କୁମାର ! କଣ ଘଟିଥିଲା ସେହି ରାତିରେ ? ସାମ୍ନାକୁ ଆସିଲା ଫଟୋ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ସାଗର ହତ୍ୟାକାଣ୍ଡର ଅଭିଯୁକ୍ତ ଅଲମ୍ପିକ୍ ବିଜେତା ରେସଲର୍ ସୁଶୀଲ କୁମାରଙ୍କ ଏକ ଫଟୋ ସାମ୍ନାକୁ ଆସିଛି । ହାତରେ ହକି ଧର ସୁଶୀଲ କୁମାର ସାଗରକୁ ମାଡ଼ ମାରୁଥିବା ଏଥିରେ ସ୍ପଷ୍ଟ ଦେଖିବାକୁ ମିଳୁଛି । ଏହି … Read More

ବିପଦ ସଙ୍କେତ ଟପିଲା ସୁବର୍ଣ୍ଣରେଖା

ଭୁବନେଶ୍ବର, (ଓଡିଶା ଟାଇମ୍): ବାତ୍ୟା ‘ୟସ୍’ ଜନିତ ବର୍ଷା ପାଇଁ ଉଛୁଳୁଛି ସୁବର୍ଣ୍ଣରେଖା ନଦୀ। ବାଲେଶ୍ୱର ଜିଲ୍ଲା ଜାମଶୋଳାଘାଟ ଠାରେ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ଟପିଛି। ଜାମଶୋଳାଘାଟରେ ବିପଦ ସଙ୍କେତ ୪୯.୧୬ ମିଟର ଥିବା ବେଳେ ଏବେ ୫୦.୮୮ ମିଟର … Read More

ଜୁନ ୧୦ ସୁଦ୍ଧା ଓଡିଶା ଛୁଇଁବ ମୌସୁମୀ !

ଭୁବନେଶ୍ବର, (ଓଡିଶା ଟାଇମ୍): ୟସ୍‌ ବାତ୍ୟା ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବାହକୁ ବିଗାଡ଼ିବ ନାହିଁ । ବରଂ ମୌସୁମୀ ପ୍ରବାହ ପାଇଁ ଏହା ଅନୁକୂଳ ପଥ ପ୍ରସ୍ତୁତ କରିଛି । ଅନୁମାନ କରାଯାଉଛି, ଆସନ୍ତା ୩୧ ତାରିଖବେଳକୁ ମୌସୁମୀ କେରଳ ଉପକୂଳ ଛୁଇଁପାରେ … Read More

ରାଜ୍ୟରେ କରୋନା ନେଲା ଆଉ ୩୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୨୧୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୫୧କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୭୨୧୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୨୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୯୯୫୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୪୧ ଜଣ କ୍ବାରେଣ୍ଟାଇନ୍‌ରେ … Read More

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ବାଲେଶ୍ବର-ଭଦ୍ରକରେ ବାତ୍ୟା ସ୍ଥିତିର କରିବେ ସମୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ‘ୟସ୍ ’ ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆସିବେ। ଶୁକ୍ରବାର ପ୍ରଧାନମନ୍ତ୍ରୀ ଦୁଇ ରାଜ୍ୟ ଗସ୍ତ କରିବେ। ସେ ପ୍ରଥମେ ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ … Read More

ବାତ୍ୟା ‘ୟସ୍’ ଯୋଗୁଁ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ରିପୋର୍ଟ ମାଗିଲେ କୃଷି ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍):ବାତ୍ୟା ‘ୟସ୍’ ପ୍ରଭାବିତ ଜିଲ୍ଲାରେ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ । ବିଭାଗୀୟ ଅଧିକାରୀଙ୍କୁ ରିପୋର୍ଟ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରିପୋର୍ଟ … Read More

ସ୍ଥାନାନ୍ତରିତ ହୋଇଥିବା ଲୋକଙ୍କ ହେବ ସ୍ୱାସ୍ଥ୍ୟ ଯାଞ୍ଚ: SRC

ଭୁବନେଶ୍ବର, (ଓଡିଶା ଟାଇମ୍) : ପୁନରୁଦ୍ଧାର ପ୍ରକ୍ରିୟା ଜୋରସୋରରେ ଚାଲିଛି। ବାତ୍ୟା ସ୍ଥିତି ନେଇ SRC ପ୍ରଦୀପ ଜେନା କହିଛନ୍ତି ଯେ ଆଜି ସକାଳ ୯ଟାରେ ବାତ୍ୟା ସ୍ଥଳଭାଗ ଛୁଇଁ ଝାଡ଼ଖଣ୍ଡ ଆଡକୁ ଯାଉଛି। ଉପକୂଳ ଅଞ୍ଚଳରେ ଅନେକ ସ୍ଥାନରେ ପ୍ରବଳ … Read More

ସଞ୍ଜୟ ଦତ୍ତଙ୍କୁ ୟୁଏଇର ଗୋଲ୍ଡେନ ଭିସା

ମୁମ୍ବାଇ, (ଓଡିଶା ଟାଇମ୍): ସଂଯୁକ୍ତ ଆରବ ଏମିରେଟ୍ସ କର୍ତ୍ତୃପକ୍ଷ ଅଭିନେତା ସଞ୍ଜୟ ଦତ୍ତଙ୍କୁ ଗୋଲ୍ଡେନ ଭିସା ପ୍ରଦାନ କରିଛନ୍ତି। ୟୁଏଇର ଜିଡିଆରଏଫଏ, ଦୁବାଇ ମହାନିର୍ଦ୍ଦେଶକ ମେଜର ଜେନେରାଲ ମହମ୍ମଦ ଅଲ୍‍ ମାରି ସଞ୍ଜଙ୍କୁ ଏହି ଭିସା ପ୍ରଦାନ କରିଛନ୍ତି। ଏହା ତାଙ୍କ … Read More