ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ସର୍ବାଧିକ ୧୧୧୦୮ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୯୫୩୦ ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୧୯ ଜଣ କ୍ବାରେଣ୍ଟାଇନ୍‌ରେ … Read More

୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୯ ହଜାରରୁ ଅଧିକ ପଜିଟିଭ୍, ୪୨୦୯ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪  ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୯ … Read More

ଗଡଚିରୋଲି ଜଙ୍ଗଲରେ ଯବାନଙ୍କ ବଡ କାର୍ଯ୍ୟାନୁଷ୍ଠାନ, ନିପାତ ହେଲେ ୧୩ ନକ୍ସଲ

ମୁମ୍ବାଇ, (ଓଡିଶା ଟାଇମ୍):ମହାରାଷ୍ଟ୍ର ପୋଲିସର ସି-୬୦ ୟୁନିଟ୍ ଓ ନକ୍ସଲଙ୍କ ମଧ୍ୟରେ ଏନକାଉଣ୍ଟର । ଏହି ଗୁଳି ବିନିମୟରେ ୧୩ ଜଣ ନକ୍ସଲ ପ୍ରାଣ ହରାଇଥିବା ସୂଚନା ମିଳିଛି । ଗଡଚିରୋଲି ସ୍ଥିତ ଆଟାପଲ୍ଲୀ ଧନଦାଟ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି … Read More

କେନ୍ଦ୍ରୀୟ ଭିସ୍ତା ପୁନଃନିର୍ମାଣ ପ୍ରକଳ୍ପ ଅଧୀନରେ ସରକାର କରିବେ ‘ପ୍ରତିରକ୍ଷା ଏନକ୍ଲେଭ୍’

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କେନ୍ଦ୍ର ସରକାରଙ୍କ ଉଚ୍ଚାଭିଳାଷୀ କେନ୍ଦ୍ରୀୟ ଭିସ୍ତା ପ୍ରକଳ୍ପ ଅଧୀନରେ ପ୍ରତିରକ୍ଷା କ୍ଷେତ୍ରର ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ଏକ ବୃହତ “ପ୍ରତିରକ୍ଷା ଏନକ୍ଲେଭ୍” (ପ୍ରତିରକ୍ଷା ଟ୍ରାଞ୍ଜିଟ୍) ନିର୍ମାଣ କରାଯିବ । କେନ୍ଦ୍ର ଗୃହ ଓ ନଗର … Read More

ଆଜି ବସିବ କ୍ୟାବିନେଟ୍ ବୈଠକ, ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ବାଜିପାରେ ମୋହର

ଭୁବନେଶ୍ବର, (ଓଡିଶା ଟାଇମ୍):ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୩୦ରେ କ୍ୟାବିନେଟ୍ ବୈଠକ ବସିବ ବୋଲି ସୂଚନା ମିଳିଛି । ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ରହିଛି । ଦୈନିକ ସଂକ୍ରମିତଙ୍କ … Read More

ଝାରପଡା ଜେଲରେ କରୋନା ବିସ୍ଫୋରଣ, ୯୬ କଏଦୀ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍):ଝାରପଡା ଜେଲରେ କରୋନା ବିସ୍ଫୋରଣ । ଭୁବନେଶ୍ୱର ଝାରପଡ଼ା ଜେଲରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ପୂର୍ବରୁ ଜେଲ ଅଧିକାରୀଙ୍କ ସହ ୧୧ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ବେଳେ ଗୁରୁବାର ପୁଣି ୯୬ କଏଦୀ କରୋନା … Read More

ରାଜ୍ୟରେ କରୋନା ନେଲା ୨୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୨୫୨୩ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୩୦କୁ ବୃଦ୍ଧି ପାଇଛି … Read More

ଗତ ୨୪ଘଣ୍ଟାରେ ବାହାରିଲେ ସର୍ବାଧିକ ୧୨୫୨୩ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୨୫୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୮୪୨୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୧୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ … Read More

ଆଜି କରୋନାରୁ ଆରୋଗ୍ୟ ହେଲେ ୯୮୭୦ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ଓଡିଶାରେ ୯୮୭୦ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୫୬୫୦୧ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗୁରୁବାର ଟ୍ଵିଟ୍ ଯୋଗେ ଏହାର … Read More

ବ୍ଲାକ ଫଙ୍ଗସ୍‌କୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍): ଓଡିଶାରେ ବ୍ଲାକ ଫଙ୍ଗସ୍ ମହାମାରୀ ଘୋଷିତ। ଏନେଇ ରାଜ୍ୟ ସରକାର ଗୁରୁବାର ଘୋଷଣା କରିଛନ୍ତି। ମହାମାରୀ ବ୍ୟାଧି ଆଇନ ୧୯୮୭ ଅନୁଯାୟୀ, ପ୍ଲାକ୍ ଫଙ୍ଗସକୁ ମହାମାରୀ ଘୋଷିତ କରାଯାଇଛି। ମହାମାରୀ କରୋନା ସମୟରେ ଆଉ ଏକ ଚିନ୍ତାର … Read More