କରୋନା ସଂକ୍ରମିତ ଅଙ୍ଗନଓ୍ବାଡୀ କର୍ମୀଙ୍କୁ ଡାକ୍ତରଖାନାରେ ଅଣଦେଖା, ଭଙ୍ଗା ଗୋଡରେ ଗଛମୂଳେ ରାତି କାଟିଲେ

ବରଗଡ଼, (ଓଡିଶା ଟାଇମ୍):କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି କୋଭିଡ୍ ହସ୍ପିଟାଲ ଓ କୋଭିଡ୍ କେୟାର ସେଣ୍ଟର ଖୋଲୁଛନ୍ତି । ହେଲେ କିଛି ଅଧିକାରୀଙ୍କ ଖାମଖିଆଲି ମନୋଭାବ ଯୋଗୁଁ କୋଭିଡ୍ ଆକ୍ରାନ୍ତମାନେ ଚିକିତ୍ସିତ ହେବାରୁ … Read More

କରୋନା ନେଲା ଆଉଜଣେ ରାଜନେତାଙ୍କ ଜୀବନ: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡିଆଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପାହାଡିଆଙ୍କ ଗତ ବୁଧବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାର ଗୋଟିଏ ଦିନ ପାଇଁ ରାଜ୍ୟ ଶୋକର ଘୋଷଣା କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମିତ … Read More

୨୫ ସୁଦ୍ଧା ବାତ୍ୟାର ରୂପ ନେବ ‘ୟଶ୍’

ଭୁବନେଶ୍ବର, (ଓଡିଶା ଟାଇମ୍): ଆସୁଛି ବାତ୍ୟା । ଏ ବର୍ଷ ବି ମେ’ ମାସରେ ଆସୁଛି ବାତ୍ୟା ୟଶ୍ । ଏହା ସିଧାସଳଖ ଓଡ଼ିଶାରେ ମାଡ଼ ହେବ କି ଘଷି ହୋଇ ପଳାଇବ, ଏଯାଏଁ ସ୍ପଷ୍ଟ ହୋଇନି । ତଥାପି ପାଣିପାଗର … Read More

ରାଜ୍ୟରେ କରୋନା ନେଲା ଆଉ ୨୫ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୪୯୮ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୪୯୮ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୪୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୫୮୯୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା … Read More

କୋଭିଡରେ ମୃତକଙ୍କ ପରିବାର ପାଇଁ କେଜ୍ରିୱାଲଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦିଲ୍ଲୀରେ କୋଭିଡ୍ ମୃତକଙ୍କ ପରିବାର ଲାଗି ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମୃତକଙ୍କ ପରିବାର ସଦସ୍ୟଙ୍କୁ ସରକାରଙ୍କ ପକ୍ଷରୁ ମିଳିବ ୫୦ ହଜାର ଟଙ୍କାର ସହାୟତା ରାଶି । ଖାଲି ସେତିକି ନୁହେଁ ଏହି … Read More

ଜୁଲାଇରେ ପ୍ରକାଶ ପାଇବ CBSE ୧୦ମ ପରୀକ୍ଷା ଫଳ, ବଦଳିଲା ମାର୍କ ସବମିଟ୍ ତାରିଖ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ୧୦ମ ବୋର୍ଡ ପରୀକ୍ଷା ଫଳ ଜୁନ ୨୦ରେ ପ୍ରକାଶିତ  ହେବ ନାହିଁ। ପରିବର୍ତ୍ତିତ ସିଡ୍ୟୁଲ ଅନୁସାରେ ପରୀକ୍ଷା ଫଳ ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ କରାଯିବ। ମଙ୍ଗଳବାର ସିବିଏସଇ ଏ ନେଇ … Read More

ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟ ପାଇଁ ଆଶ୍ଵସ୍ତିକର ଖବର ଯେ, ଗତ ତିନି ଦିନ ହେବ ୧୦ ହଜାରରୁ ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ଓଡିଶାରେ ୧୦୨୪୨ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ … Read More

ଯାଜପୁରରେ କୋଭିଡ୍ ହସ୍ପିଟାଲକୁ ଅନୁମୋଦନ, ରହିବ ୧୫୦ଟି ଅକ୍ସିଜେନ୍ ସଂଯୁକ୍ତ ଏବଂ ୫୦ଟି ଆଇସିୟୁ ବେଡ୍

ଭୁବନେଶ୍ବର, (ଓଡିଶା ଟାଇମ୍):ଯାଜପୁରରେ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମତି ପ୍ରଦାନ କରିଛନ୍ତି । … Read More

ବାହାଘରରେ ଏବେ ୨୫ ଲୋକ, ବ୍ରତଘର ଓ ଶୁଦ୍ଧକ୍ରିୟା ଆଦିରେ ସମୂହ ଭୋଜନ ମନା

ଭୁବନେଶ୍ବର, (ଓଡିଶା ଟାଇମ୍):ରାଜ୍ୟରେ କରୋନା ମାମଲା ଲଗାତାର ବୃଦ୍ଧି ପାଉଛି। ସଂକ୍ରମଣ ରୋକିବାକୁ ଅନେକ ରାଜ୍ୟରେ କଟକଣା କଡାକଡି କରାଯାଇଛି। ରାଜ୍ୟ ସରକାର ଲକଡାଉନ୍ ଅବଧିକୁ ବୃଦ୍ଧି କରିଛନ୍ତି । ମେ ୧୯ ତାରିଖ ସକାଳ ୭ଟାରେ ଲକଡାଉନ୍ କଟକଣା ସରିଥାନ୍ତା … Read More