କରୋନାରେ କଏଦୀ ମୃତ

ଭୁବନେଶ୍ବର, (ଓଡିଶା ଟାଇମ୍): ଝାରପଡ଼ା ଜେଲର ଜଣେ ବିଚାରାଧୀନ କଏଦୀଙ୍କର କରୋନାରେ ମୃତ୍ୟୁ ହୋଇଛି। ମୃତ କଏଦୀ ଜଣକ ହେଲେ ତ୍ରିପତି ମହାନ୍ତି। ନିଶା କାରବାର ମାମଲାରେ ଗିରଫ ହୋଇ ଜେଲରେ ଥିବା ତ୍ରିପତି କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇଥିଲେ। … Read More

ଇସ୍ରାଏଲ ବିରୋଧୀ ଆତଙ୍କୀଙ୍କୁ ନିପାତ କରିବା ପର୍ଯ୍ୟନ୍ତ ଜାରି ରହିବ ଯୁଦ୍ଧ, ନେତନ୍ୟାହୁ ଦେଲେ ଚେତାବନୀ

ଇସ୍ରାଏଲ, (ଓଡିଶା ଟାଇମ୍):ଗାଜା ଉପରେ ଇସ୍ରାଏଲର ଘନଘନ ଆକ୍ରମଣ ଜାରି ରହିବ । ଏନେଇ ସ୍ପଷ୍ଟ ଚେତାବନୀ ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ ।ରବିବାର ସକାଳେ ମଧ୍ୟ ଇସ୍ରାଏଳ ତରଫରୁ ଗାଜାରେ ଏୟାରଷ୍ଟ୍ରାଇକ୍ କରାଯାଇଥିଲା । ଏଥିରେ ୩ ଜଣ … Read More

ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):  କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। … Read More

କରୋନା ନେଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ : କୋଭିଡ୍ ସହ ଲଢି ହାରିଗଲେ ସୁନିଲ ଜୈନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ବରିଷ୍ଠ ସାମ୍ବାଦିକ ତଥା ଫାଇନାନସିଆଲ ଏକ୍ସପ୍ରେସର ପରିଚାଳନା ସମ୍ପାଦକ ସୁନିଲ ଜୈନ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ କରୋନା ଭାଇରସରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ନେଇ ସୁନିଲଙ୍କ ଭଉଣୀ ଟ୍ୱିଟ୍ … Read More

ଗୋଆର ସମସ୍ତ ଘରୋଇ ଡାକ୍ତରଖାନାରେ ଏଣିକି ମାଗଣାରେ କରୋନା ଚିକିତ୍ସା : ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଗୋଆର ସମସ୍ତ ଘରୋଇ ଡାକ୍ତରଖାନାରେ ମାଗଣାରେ ହେବ କରୋନା ଚିକିତ୍ସା । ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ । ତେବେ GMCHରେ ଅମ୍ଳଜାନ ଅଭାବରୁ ରୋଗୀଙ୍କର ମୃତ୍ୟୁ ହୋଇଥିବା ଘଟଣାକୁ ଖଣ୍ଡନ କରିଛନ୍ତି ଗୋଆ ସରକାର । … Read More

ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୩୨ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୨୨୨୪ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୬୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା … Read More

ବିଏମସିର ନୂଆ ବ୍ୟବସ୍ଥା, ଏଣିକି ବରିଷ୍ଠ ନାଗରିକଙ୍କୁ ଘରୁ ଆଣି ଟିକାକରଣ କରାଯିବ

ଭୁବନେଶ୍ବର, (ଓଡିଶା ଟାଇମ୍): ବିଏମସିର ନୂଆ ବ୍ୟବସ୍ଥା । ଏଣିକି ଫୋନ୍ କଲେ ଘରେ ପହଞ୍ଚିବ ବିଏମସି । ‍ଆଉ ସାମ୍ପୁଲ ସଂଗ୍ରହ କରିବ । ଏନେଇ ଆଜି ସୂଚନା ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂହ । ସେ କହିଛନ୍ତି … Read More

କାଲିଠୁ ମେ ୩୦ ଯାଏଁ ବେଙ୍ଗଲରେ ଲକଡାଉନ୍

ପଶ୍ଚିମବଙ୍ଗ ,(ଓଡିଶା ଟାଇମ୍): ପଶ୍ଚିମବଙ୍ଗରେ ବଢିବାରେ ଲାଗିଛି ଦୈନିକ ସଂକ୍ରମଣ । ଏହାକୁ ବ୍ରେକ ଦେବାକୁ ସରକାର ଘୋଷଣା କରିଛନ୍ତି ଲକଡାଉନ୍ । ମୁଖ୍ୟ ଶାସନ ସଚିବ ଅଲାପାନ୍ ବନ୍ଦୋପାଧ୍ୟାୟ ଏହି ଘୋଷଣା କରିଛନ୍ତି । ମେ ୧୬ ରୁ ୩୦ମେ … Read More

ଏଣିକି ଘରୋଇ ସଂସ୍ଥାର କର୍ମଚାରୀମାନେ ଇ-ପାସ୍ ଥିଲେ ଯାଇପାରିବେ ଅଫିସ୍

ଭୁବନେଶ୍ବର, (ଓଡିଶା ଟାଇମ୍): ଅଫିସ ବାହାନାରେ ଆଉ ମନଇଚ୍ଛା ବୁଲିପାରିବେନି ଅମାନିଆ । ଟୁଇନସିଟି ପାଇଁ ପୁଣି କଡ଼ା ଆଇନ ଲାଗୁ କଲା କମିଶନରେଟ ପୋଲିସ । ଅମାନିଆଙ୍କୁ ସାବାଡ଼ କରିବା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ‍ଆଉ ଏକ ଗୁରୁତ୍ୱପୂର୍ଣ୍ଣ … Read More