ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ପରିଚାଳନା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା

ଭୁବନେଶ୍ବର, (ଓଡିଶା ଟାଇମ୍):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଶ୍ରୀଯୁକ୍ତ ଅସିତ୍ କୁମାର ତ୍ରିପାଠୀ ଆଜି ରାଉରକେଲା ଗସ୍ତ କରି ସୁନ୍ଦରଗଡ଼ ଜିଲ୍ଲାର କୋଭିଡ୍ ପରିଚାଳନା ସମ୍ପର୍କରେ ସମୀକ୍ଷା … Read More

୧୯ଟି ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ଵର, (ଓଡିଶା ଟାଇମ୍): ଘଡଘଡି ଆବାଜରେ କମ୍ପିବ ଅଧା ଓଡିଶା । ଏପରିକି ଘଣ୍ଟା ପ୍ରତି ୪୦ କିମି ବେଗରେ ବହିବ ପବନା ୧୯ଟି ଜିଲ୍ଲାକୁ ଏ ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ । ସୂଚନା ଅନୁସାରେ ଓଡିଶାର … Read More

ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖିଲେ ମମତା ବାନାର୍ଜୀ

କୋଲକାତା, (ଓଡିଶା ଟାଇମ୍): କରୋନା ସଂକଟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି। ରାଜ୍ୟରେ କୋଭିଡ-୧୯ ଯୋଗୁ ଉପୁଜିଥିବା ପରିସ୍ଥିତିର ମୁକାବିଲା ଲାଗି ଜରୁରି ଔଷଧ ଏବଂ ଉପକରଣ ଆମଦାନୀ ଲାଗି ଶୁଳ୍କ ରିହାତି ପ୍ରଦାନ ନିମନ୍ତେ ନିବେଦନ … Read More

ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହତ

ନୀଳଗିରି, (ଓଡିଶା ଟାଇମ୍) :କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହତ । ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ସେ ଏବଂ ତାଙ୍କ ଡ୍ରାଇଭର୍‌ଙ୍କ ସହ ବ୍ୟକ୍ତିଗତ ପିଏ ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ସେରଗଡ଼ ଓ ଉଦଳା ରାଜ୍ୟ … Read More

ବିଶିଷ୍ଟ ସ୍ଥପତି ଓ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ କରୋନାରେ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) :ନିରବି ଗଲା ନିହାଣର ସ୍ଵର। ଅଧାରେ ରହିଗଲା ଦ୍ଵିତୀୟ କୋଣାର୍କର ପରିକଳ୍ପନା। ବିଶିଷ୍ଟ ସ୍ଥପତି, ଭାସ୍କର୍ଯ୍ୟ ଶିଳ୍ପୀ ତଥା ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ କରୋନାରେ ପରଲୋକ ଘଟିଛି। ରବିବାର ଅପରାହ୍ନ ୩ଟା ୪୯ରେ ଭୁବନେଶ୍ଵର ଏମ୍ସରେ … Read More

ଦିଲ୍ଲୀରେ ଆଉ ଦିନ ୭ ବଢିଲା ଲକଡାଉନ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଆଉ ସପ୍ତାହେ ବଢିଲା ଲକଡାଉନ୍ । କରୋନା ସଂକ୍ରମଣକୁ ନଜରରେ ରଖି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଲକଡାଉନ୍ ଅବଦ୍ଧି ବୃଦ୍ଧି ନେଇ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ … Read More

ୟୁପି ସଫାରିରେ ଦୁଇ ସିଂହ କରୋନା ପଜିଟିଭ୍

ଲକ୍ଷ୍ନୋ ,(ଓଡିଶା ଟାଇମ୍): କରୋନାକୁ ନେଇ ଆସିଲା ଆଉ ଏକ ନୂଆ ତଥ୍ୟ । ମଣିଷ ପରେ ଏବେ ଜୀବଜନ୍ତୁଙ୍କୁ ସଂକ୍ରମିତ ହେଉଛି କରୋନା । ଭାରତରେ ଏପରି ତଥ୍ୟ ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶ ଇଟାଓ୍ୱା ସିଂହ ସଫାରିର ଦୁଇ … Read More

ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍):ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ … Read More

ପଶ୍ଚିମବଙ୍ଗରେ ପୁଣି ହିଂସା : ବିଜେପି-ଟିଏମସି କର୍ମକର୍ତ୍ତାଙ୍କ ମଧ୍ୟରେ ସଂଘର୍ଷରେ ଜଣେ ମୃତ, ୬ ଆହତ

ପଶ୍ଚିମବଙ୍ଗ, (ଓଡିଶା ଟାଇମ୍):ବିଧାନସଭା ନିର୍ବାଚନ ଫଳାଫଳ ପରେ ବଙ୍ଗରେ ଥମୁନି ରାଜନୈତିକ ହିଂସା । ବୀରଭୂମ ଜିଲ୍ଲାରେ ତ୍ରୁଣମୂଳ କଂଗ୍ରେସ ଏବଂ ବିଜେପି କର୍ମୀଙ୍କ ମଧ୍ୟରେ ସଂଘର୍ଷରେ ଜଣେ ମୃତ, ୬ଜଣ ଆହତ ହୋଇଛନ୍ତି । ଜଣେ ପୋଲିସ ଅଧିକାରୀ କହିଛନ୍ତି … Read More

ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍):ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । … Read More