ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ନେଇ କୋଭିଡ୍ ଡ୍ୟୁଟିରେ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ

ନୟାଗଡ଼, (ଓଡିଶା ଟାଇମ୍) :ଗଛରେ ପିଟିହେଲା ବସ୍। ଡ୍ରାଇଭର ସହିତ ତିନି ଡାକ୍ତରୀ ଛାତ୍ର ଆହତ । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ନୟାଗଡ଼ା ଜିଲ୍ଲା ବାଣିଗୋଚ୍ଛା ଥାନା ଦୁର୍ଗାପ୍ରସାଦ ନିକଟରେ ଘଟିଛି ଦୁର୍ଘଟଣା । … Read More

୨୪ ଘଣ୍ଟାରେ ୪ ଲକ୍ଷରୁ ଅଧିକ କେସ୍, ୪୧୮୭ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା … Read More

ଗ୍ରାହକଙ୍କ ପାଇଁ ସ୍ୱତନ୍ତ୍ର ନମ୍ବର ଜାରି କଲା ଏସବିଆଇ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ମହାମାରୀର ମହାସଙ୍କଟ ମଧ୍ୟରେ ଆଉ ବ୍ୟାଙ୍କ ଦଉଡ଼ିବାକୁ ପଡ଼ିବନି । ମାତ୍ର ଗୋଟିଏ କଲରେ ହୋଇପାରିବ ଅନେକ କାମ । କରୋନାର ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ନିଜର କୋଟି କୋଟି ଗ୍ରାହକଙ୍କ … Read More

ଏକାଠି ହେବା ଭାରତକୁ ସଂକଟରୁ ଉଦ୍ଧାର କରିବା : କମଳା ହାରିସ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଭାରତରେ କରୋନା ପାଇଁ ହାହାକାର । ଗମ୍ଭୀର ସ୍ଥିତିରେ ରହିଛି ଏଠାକାର ସ୍ଥିତି । ଭାରତର ଏହି ସଂକଟ ସମୟରେ ସହଯୋଗର ହାତ ବଢାଇଛି ଶକ୍ତିଶାଳୀ ରାଷ୍ଟ୍ର ଆମେରିକା । ପୂର୍ବରୁ ଟିକା ଉତ୍ପାଦନ ପାଇଁ ଆବଶ୍ୟାକୀୟ … Read More

ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୦୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍

ଭୁବନେଶ୍ବର, (ଓଡିଶା ରାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୧୮୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୪୨୦୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୪୦୧ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଶୁକ୍ରବାର ସୁସ୍ଥ ହୋଇଛନ୍ତି ଆଉ ୮୪୦୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ଲକ୍ଷ ୩୧ ହଜାର ୬୫୮ରେ ପହଞ୍ଚିଛି । ଏ ନେଇ ଟ୍ବିଟ୍ ଯୋଗେ … Read More

କରୋନାରେ ଅଣ୍ଡରଓ୍ବାର୍ଲ୍ଡ ଡନ୍‌ ଛୋଟା ରାଜନ୍‌ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କରୋନାରେ ପ୍ରାଣ ହରାଇଲା ଅଣ୍ଡରଓ୍ବାର୍ଲଡ୍‌ ଡନ୍‌ ଛୋଟା ରାଜନ୍‌। କରୋନାରେ ସଂକ୍ରମିତ ଥିବା ଛୋଟା ରାଜନ୍‌କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରାଜନ୍‌ର ମୃତ୍ୟୁ ହୋଇଛି। ତିହାର ଜେଲ୍‌​‌ରେ ଥିବା ବେଳେ ସେ କରୋନା … Read More

ଲଗାତାର ଚତୁର୍ଥ ଦିନ ପାଇଁ ବଢିଲା ପେଟ୍ରୋଲ ଏବଂ ଡିଜେଲ ଦର

Lନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ଲଗାତାର ଭା​‌ବେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇବାରେ ଲାଗିଛି । ଶୁକ୍ରବାର ଲଗାତାର ଚତୁର୍ଥ ଦିନ ପାଇଁ ବଢିଛି ତେଲ ଦର । ଆଜି ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ୨୮ ପଇସା ପ୍ରତି … Read More

ଓଡ଼ିଶାରେ ପହଞ୍ଚିଲା ୨ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା

ଭୁବନେଶ୍ଵର, (ଓଡିଶା ଟାଇମ୍): ରାଜ୍ୟରେ ଟିକାକରଣ ସୁରୁଖୁରୁରେ ଚାଲୁ ରଖିବା ପାଇଁ ଆହୁରି ଟିକା ଆସି ପହଞ୍ଚିଛି। ଆଜି ୨ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା ଆସି ପହଞ୍ଚିଛି। ଏହି ଟିକା ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବା ଲାଗି … Read More