ବିରୋଧୀଦଳ ନେତା ପ୍ରଦୀପ୍ତ ନାଏକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, (ଓଡିଶା ଟାଇମ୍): ଗୁରୁବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କୋଭିଡ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ତାଙ୍କ ଅବସ୍ଥା ଗୁରୁତର ରହିଛି । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ … Read More

ରାଜ୍ୟରେ ଟିକା ଅଭାବ, ୯ଟି ଜିଲ୍ଲାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ବର, (ଓଡିଶା ଟାଇମ୍): କରୋନା ବିରୋଧୀ ଲଢେଇକୁ ଝଟ୍‌କା । ରାଜ୍ୟରେ ପୁଣି ଟିକା ଅଭାବ । ୯ଟି ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ପର୍ଯ୍ୟାପ୍ତ ପରିମାଣର ଟିକା ନଥିବାରୁ ବନ୍ଦ ରହିବ ଟିକାକରଣ । ରାଜ୍ୟରେ କରୋନା ଟିକା … Read More

ଆହୁରି ୪ ଦିନ କାଳବୈଶାଖୀ ! ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆହୁରି ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା । ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି । ଆଜି ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । … Read More

ଭ୍ୟାକସିନ୍‌ ଉତ୍ପାଦନ ପାଇଁ ଆମେରିକା ପଠାଇଲା କଞ୍ଚାମାଲ

ନୂଆଦିଲ୍ଲୀ, (ଓଡିଶା ଟାଇମ୍): କରୋନା ମହାମାରୀ ମଧ୍ୟରେ ଭାରତରେ ସ୍ଥିତି ସଙ୍ଗିନ ହୋଇପଡିଛି l ବିଭିନ୍ନ ଦେଶ ଭାରତକୁ ସାହାଯ୍ୟ କରିବାକୁ ଆଗେଇ ଆସୁଛନ୍ତି । ଆମେରିକା ମଧ୍ୟ ଏହି ସଙ୍କଟ ମଧ୍ୟରେ ଭାରତକୁ ସହାୟତା ଜାରି ରଖିଛି । କୋଭିଡ୍‌-୧୯ … Read More

ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ

ଭୁବନେଶ୍ଵର, (ଓଡିଶାଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୦,୫୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଛି … Read More

ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍

ଭୁବନେଶ୍ଵର, (ଓଡିଶାଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦,୫୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୦୧୬୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୪୫ ଜଣ … Read More

ଆଜି ୫ ରାଜ୍ୟରେ ନିର୍ବାଚନ, ୪୭୫ଟି ଆସନରେ ମତଦାନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ମତଦାନ । ମୋଟ ୪୭୫ଟି ଆସନରେ ଭୋଟ ଗ୍ରହଣ ହେବ। ପଶ୍ଚିମବଙ୍ଗରେ ତୃତୀୟ, ଆସାମରେ ଚୂଡ଼ାନ୍ତ, ତାମିଲନାଡ଼ୁ, କେରଳ, ପୁଡୁଚେରୀରେ ଗୋଟିଏ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନ … Read More

ଭବାନୀପାଟଣାରେ ସାପ୍ତାହିକ ହାଟ ବନ୍ଦ

କଳାହାଣ୍ଡି, (ଓଡିଶା ଟାଇମ୍) : ଅନିର୍ଦ୍ଧିଷ୍ଟ କାଳ ପାଇଁ ଭବାନୀପାଟଣା ସାପ୍ତାହିକ ହାଟ ବନ୍ଦ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବନ୍ଦ ନିଷ୍ପତ୍ତି ନିଆଯାଇଛି । ବାହାର ରାଜ୍ୟର ବ୍ୟବସାୟୀଙ୍କ ଆସିବା ଉପରେ ମଧ୍ୟ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ … Read More

ଆଜି ଏପ୍ରିଲ ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ଆପଣଙ୍କ କଳାନୁରାଗୀ, ସଙ୍ଗୀତପ୍ରିୟ ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବାର ସୁଯ୍ଧେଜ୍ଞ ପାଇବେ । ଆଜି ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୫ କରୋନା ଆକ୍ରାନ୍ତ, ଚିନ୍ତା ବଢାଉଛି ସଂକ୍ରମଣ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୨୧୫ ଜଣ ସଂକ୍ରମିତ । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ … Read More