ଟ୍ରାଭେଲ୍ କଟକଣା ନଥିବାରୁ ବଢୁଛି କରୋନା ସଂକ୍ରମଣ : BMC କମିଶନର
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଧିରେ ଧିରେ ବଢୁଛି କୋଭିଡ୍ ସଂକ୍ରମଣ । ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଭୁବନେଶ୍ବରରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାର ମୁଖ୍ୟ କାରଣ ହେଉଛି ଟ୍ରାଭେଲ କଟକଣା … Read More











