ଆଜିଠୁ ସଂସଦର ୨ୟ ପର୍ଯ୍ୟାୟ ବଜେଟ ଅଧିବେଶନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସଂସଦ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆଜିଠୁ ଆରମ୍ଭ ହେବ। ତେବେ ୫ଟି ରାଜ୍ୟରେ ହେଉଥିବା ବିଧାନସଭା ନିର୍ବାଚନ ଲାଗି ଏହି ଅଧିବେଶନର କାର୍ଯ୍ୟଦିବସ କାଣ୍ଟ ଛାଣ୍ଟ ହେବା ସମ୍ଭାବନା ରହିଛି। ତେବେ ଆସାମ, ପଶ୍ଚିମବଙ୍ଗ ତାମିଲନାଡୁ, … Read More

ମୁଖ୍ୟ ସଚିବଙ୍କ ଯାଜପୁର ଜିଲ୍ଲା ଗସ୍ତ

ଯାଜପୁର, (ଓଡିଶା ଟାଇମ୍) :ଯାଜପୁର ଜିଲ୍ଲାର ବିକାଶକୁ ତ୍ୱରାନ୍ୱିତ କରାଯାଉଛି। ବିଭିନ୍ନ ମେଗା ପ୍ରକଳ୍ପଗୁଡ଼ିକର ସମୀକ୍ଷା କରାଯିବା ସହ ତାହାର ସୁଫଳ ଲୋକମାନଙ୍କୁ ଯଥାଶୀଘ୍ର ମିଳିବା ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ରବିବାର ପୁର୍ବାହ୍ନରେ … Read More

କୃଷି ଆଇନକୁ ବିରୋଧ କରି ଟିକରୀ ସୀମାରେ ଆଉ ଜଣେ ଚାଷୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦିଲ୍ଲୀର ଟିକରୀ ସୀମାରେ ଦୀର୍ଘଦିନ ଧରି ଚାଷୀମାନେ ଧାରଣାରେ ବସି ରହିଛନ୍ତି । ନୂଆ କୃଷି ଆଇନକୁ ପ୍ରତ୍ୟାହାର ଜିଦରେ ଅଡିବସିଛନ୍ତି ଚାଷୀ । ଏହାରି ମଧ୍ୟରେ ଟିକରୀ ବର୍ଡରରେ ଧାରଣାରତ ଜଣେ ଚାଷୀ ଆତ୍ମହତ୍ୟା କରିଥିବା … Read More

ଦମକଳ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୪ ଆହତ

ମାଲକାନଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକ ଅନ୍ତର୍ଗତ ମୁଦୁଲିପଡା ଘାଟିରେ ଦମକଳ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୪ ଜଣ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି। ପୁଲିସ ମହାନିର୍ଦେଶକ ଅଭୟଙ୍କ ମୁଡୁଲିପଡ଼ା ବିଏସଏଫ କ୍ୟାମ୍ପ ଗସ୍ତ କାର୍ଯ୍ୟକ୍ରମର … Read More

ବିଜେପିରେ ସାମିଲ ହେଲେ ମିଥୁନ ଚକ୍ରବର୍ତ୍ତୀ

କୋଲକାତା, (ଓଡିଶା ଟାଇମ୍) :ଅଭିନେତା ମିଥୁନ ଚକ୍ରବର୍ତ୍ତୀ ବିଜେପିରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯେଉଁ ମଞ୍ଚରେ ଉଦବୋଧନ ଦେବେ ସେଠାରେ ହିଁ ମିଥୁନ ବିଜେପିର ହାତ ଧରିଛନ୍ତି । ଏହାସହ ସେ ଦଳୀୟ ପତାକା ମଧ୍ୟ ଧରିଥିବା … Read More

ନୂଆ ଢାଞ୍ଚାରେ ତିଆରି ହେବ ବାରବାଟୀ ପିଚ୍

କଟକ, (ଓଡିଶା ଟାଇମ୍) :ବର୍ଷା ଯୋଗୁଁ ବାରବାଟୀରେ ଆଉ ବାତିଲ ହେବ ନାହିଁ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ । ବର୍ଷା ଦାଉରୁ ରକ୍ଷା ପାଇବା ପାଇଁ ତଥା ଫିଲ୍ଡକୁ ମ୍ୟାଚ ଉପଯୋଗୀ କରିବା ପାଇଁ ଓସିଏ ଆରମ୍ଭ କରିଛି ନୂଆ ପ୍ରୟାସ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୭୪୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ମୋଦିଙ୍କ କୋଲକାତା ରାଲିରେ ସାମିଲ ହେବେନି ଦାଦା

କୋଲକାତା, (ଓଡିଶା ଟାଇମ୍) :ଆଜି କୋଲକାତା ବ୍ରିଗେଡ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦି ଏକ ବଡ ରାଲିକୁ ସମ୍ବୋଧିତ କରିବେ। ଏହି ରାଲିରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ବିଜେପିରେ ସାମିଲ ହେବାନେଇ ଆଶଙ୍କା ପ୍ରକାଶ ପାଇଥିଲା। କିନ୍ତୁ ବର୍ତ୍ତମାନ ଖବର ଆସିଛି … Read More

ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’

ସମ୍ବଲପୁର, (ଓଡିଶା ଟାଇମ୍) :ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଗତ ମାସରେ ଏକାଥରକେ ୪୦ରୁ ଅଧିକ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହି  ଘଟଣା ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି କରିଥିଲା। ଘଟଣା ପରେ ଖୋଦ୍‌ … Read More

ପିସିଆର୍‌ ଭ୍ୟାନ୍‌ ଭଙ୍ଗାରୁଜା ଓ ଅଭିଯୁକ୍ତଙ୍କୁ ମାଡ଼ ଘଟଣାରେ ୫ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱର ଆଇଆର୍‌ସି ଭିଲେଜ ସ୍ଥିତ ଭିଆଇପି କଲୋନୀରେ ଯୁବକଙ୍କୁ ହତ୍ୟା ପରେ ପିସିଆର୍ ଭ୍ୟାନ୍‌ ଭଙ୍ଗାରୁଜା ଓ ଅଭିଯୁକ୍ତଙ୍କୁ ମାଡ଼ ଘଟଣାରେ କମିଶନରେଟ୍ ପୋଲିସ୍ ଆଜି‌ ୫ ଜଣଙ୍କୁ ଗିରଫ କରିଛି। ସିସିଟିଭି ଫୁଟେଜ ଆଧାରରେ … Read More