ଆଜି ରମାଦେବୀ ଆସିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍) : ରମାଦେବୀ ମହିଳା ବିଶ୍ବବିଦ୍ୟାଳୟକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିବେ। ବିଶ୍ବବିଦ୍ୟାଳୟର ୪ ନୂଆ ଅଟ୍ଟାଳିକାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ। କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ବିଶ୍ବବିଦ୍ୟାଳୟକୁ ଆଲୋକମାଳାରେ ସଜ୍ଜା ଯାଇଛି। କ୍ୟାମ୍ପସ୍ ଚଳଚଞ୍ଚଳ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କୁ … Read More











