ଓଡ଼ିଶାକୁ ମିଳିବ ମରୁଡ଼ି ମୁକାବିଲା ପାଇଁ ୧୦୦ କୋଟି, ବାତ୍ୟା ୱାର୍ଣ୍ଣିଂ ସିଷ୍ଟମ ପାଇଁ ୮୦୦ କୋଟି

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡ଼ିିଶା ପ୍ରତିବର୍ଷ ବନ୍ୟା-ବାତ୍ୟା ଓ ମରୁଡ଼ି ଭଳି ଏକାଧିକ ପ୍ରାକୃତିକ ବିପର୍ୟ୍ୟୟର ସାମ୍ନା କରୁଥିବାରୁ ଆସନ୍ତା ୫ବର୍ଷ ମଧ୍ୟରେ ରାଜ୍ୟକୁ ମରୁଡ଼ି ମୁକାବିଲା ପାଇଁ ୧୦୦ କୋଟି ଓ ବାତ୍ୟା ୱାର୍ଣ୍ଣିଂ ସିଷ୍ଟମ ଲାଗି ୮୦୦ କୋଟି … Read More

ଆଜିଠୁ କମିବ ଶୀତ, ୮ରୁ ପୁଣି ଥରାଇବ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଅନୁଭୂତ ହେଉଛି ପ୍ରବଳ ଥଣ୍ଡା । ହାଡଭଙ୍ଗା ଜାଡରେ ଥରୁଛି ସାରା ଓଡିଶା । ତେବେ ଗୁରୁବାରଠୁ ଥଣ୍ଡା କ୍ରମଶଃ କମିବ । ଗୁରୁବାର ରାତିରେ ଧୀରେ ଧୀରେ ପାରଦ ଉପରକୁ ଉଠିବ । ୨ … Read More

୨୫ରୁ ବିଶ୍ବ ପ୍ରସିଦ୍ଧ ଯୋରନ୍ଦା ମେଳା ଆରମ୍ଭ

ଢେଙ୍କାନାଳ, (ଓଡିଶା ଟାଇମ୍) :ଆସନ୍ତା ୨୫ରୁ ଆରମ୍ଭ ହେବ ପ୍ରସିଦ୍ଧ ଯୋରନ୍ଦା ମେଳା। ରାଜ୍ୟ ତଥା ରାଜ୍ୟ ବାହାରେ ଜଣାଶୁଣା ମହିମା ଧର୍ମର ମୁଖ୍ୟପୀଠ ଢେଙ୍କାନାଳର ଜୋରନ୍ଦାସ୍ଥିତ ମହିମା ଗଦିରେ ଏହି ମେଳା। ତେବେ କୋଭିଡ କଟକଣା ମଧ୍ୟରେ ଆସନ୍ତା ୨୫ରୁ … Read More

ସରକାରୀ ଆଇଟିଆଇ ଛାତ୍ରଛାତ୍ରୀଙ୍କର ୯ ମାସର ହଷ୍ଟେଲ ଫି’ ଛାଡ : ଉପକୃତ ହେବେ ୩୦ ହଜାର ଛାତ୍ରଛାତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ITIରେ ପଢୁଥିବା ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି’ ଛାଡ୍‌‌ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଏପ୍ରିଲ୍ ମାସ‌ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ … Read More

ପ୍ରଦୀପଙ୍କ ବିରୋଧରେ ତଦନ୍ତ କରିପାରିବନି ଭିଜିଲାନ୍ସ : ଅଦାଲତରେ ରଦ୍ଦ ହେଲା ଲୋକାୟୁକ୍ତଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାୟକ ପ୍ରଦୀପ ପାଣିଗାହୀଙ୍କ ଲୋକାୟୁକ୍ତ ମାମଲାରେ ଆସିଛି ନୂଆ ତଥ୍ୟ । ଲୋକାୟୁକ୍ତଙ୍କ ତଦନ୍ତ ଆଦେଶକୁ ଖାରଜ କରିଛନ୍ତି ହାଇକୋର୍ଟ । ଭିଜିଲାନ୍ସ ଏ ମାମଲାରେ ତଦନ୍ତ କରିପାରିବ ନାହିଁ ବୋଲି କହିଛନ୍ତି ହାଇକୋର୍ଟ । ଭିଜିଲାନ୍ସ … Read More

ପୁରୀ ବାଇପାସ୍‌ ରାସ୍ତା ଆଲୋକିରଣ ବ୍ୟବସ୍ଥା : ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିବ। ବୁଧବାରଠାରୁ ହାଇଟେକ୍‌ ଛକରୁ ଦୟା ବ୍ରିଜ୍‌ ପର୍ଯ୍ୟନ୍ତ ୧୨ କି.ମି ରାସ୍ତାରୁ ଅନ୍ଧାର ଦୂରେଇଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଏନଫୋର୍ସମେଣ୍ଟ ଟିମ୍‍ ବୁଲଡୋଜର ସାହାଯ୍ୟରେ ସପ୍ତସତୀ … Read More

ଭିଜିଲାନ୍ସ ଜାଲରେ ଫରେଷ୍ଟର

ଭୁବନେଶ୍ବର, (ଓଡିଶା ଟାଇମ୍) : ଫରେଷ୍ଟରଙ୍କ ଘରେ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ରେଞ୍ଜର ଫରେଷ୍ଟର ଜଗବନ୍ଧୁ ବାରିକଙ୍କ ଘରେ ଓ ବିନିକା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ … Read More

ଦେଶରେ ଆରୋଗ୍ୟ ହାର ୯୭.୦୮% ; ନୂଆ ପଜିଟିଭ ୧୧,୦୩୯

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ଲଗାତାର ହ୍ରାସ ହେଉଛି। ଦିନକରେ ୧୧,୦୩୯ ନୂଆ ପଜିଟିଭ ଚିହ୍ନଟ ହେବା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୭,୭୭,୨୮୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୦ ଆକ୍ରାନ୍ତଙ୍କ … Read More

ବରଗଡ଼ ଗସ୍ତରେ ୫-ଟି ସଚିବ

ବରଗଡ, (ଓଡିଶା ଟାଇମ୍) :ବରଗଡ଼ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ । ଗସ୍ତ ସମୟରେ ପାଇକମାଲର ନୃସିଂହନାଥ ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ସକାଳ ୧୦ଟା ସମୟରେ ୫-ଟି ସଚିବ ସତିଭଟା ଏୟାରଷ୍ଟ୍ରିପରେ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୧ କୋଭିଡ୍ ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More