ଶୀତରେ ଥରୁଛି ସାରା ଓଡ଼ିଶା

ଭୁବନେଶ୍ବର, (ଓଡିଶା ଟାଇମ୍) : କିଛି ଦିନ ଧରି ସାମାନ୍ୟ କମିବା ପରେ ରାଜ୍ୟକୁ ପୁଣିଥରେ ଫେରିଛି ଜାଡ଼। ଗତ ୨ ଦିନ ଧରି ରାଜ୍ୟରେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି। ସନ୍ଧ୍ୟା ହେଲେ ଦେହ ହାତ କାଲୁଆ ହୋଇଯାଉଛି। ସକାଳ … Read More

ମାଓବାଦୀଙ୍କ ଯୋଜନା ପଣ୍ଡ; ଅଳ୍ପକେ ବର୍ତ୍ତିଲେ CRPF ଯବାନ

ସୁକୁମା, (ଓଡିଶା ଟାଇମ୍) : ମାଓବାଦୀଙ୍କ ଯୋଜନା ପଣ୍ଡ କଲେ ଯବାନ।  ଉପସ୍ଥିତ ବୃଦ୍ଧି ଓ ଅଦମ୍ୟ ସାହସ ଯୋଗୁ ଏକ ଅଘଟଣକୁ ଏଡ଼ାଇ ଦିଆଯାଇଛି। ନକ୍ସଲଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଲ୍ୟାଣ୍ଡ ମାଇନକୁ ନିଷ୍କ୍ରିୟ କରିଛନ୍ତି ସୁରକ୍ଷାବାହିନୀ। ମିଳିଥିବା ସୂଚନା … Read More

ଭୁଶୁଡିଲା ନିର୍ମାଣାଧୀନ କୋଠା : ୩ ଶ୍ରମିକ ମୃତ

ଚେନ୍ନାଇ, (ଓଡିଶା ଟାଇମ୍) :ଭୁଶୁଡିଲା ନିର୍ମାଣାଧୀନ କୋଠା । ଏହି ଅଘଟଣାରେ ୩ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଶ୍ରମିକ ଆହତ ହୋଇଛନ୍ତି । ସମସ୍ତ ଆହତ ଶ୍ରମିକଙ୍କ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ … Read More

ଫେବ୍ରୁଆରୀ ୭ରେ ନୟାଗଡ଼ ସାହିତ୍ୟ ଉତ୍ସବ

ନୟାଗଡ଼, (ଓଡିଶା ଟାଇମ୍) : ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ଆନୁକୂଲ୍ୟରେ ନୟାଗଡ଼ ସାହିତ୍ୟ ଉତ୍ସବ ୨୦୨୧ ଆସନ୍ତା ଫେବ୍ରୁଆରୀ ୭ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ। ଦିବସ ବ୍ୟାପୀ ଏହି ସମାରୋହରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ … Read More

୧୮ରୁ ବିଧାନସଭା ବଜେଟ୍‌ ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହି ଅଧିବେଶନ ଏପ୍ରିଲ ୯ ଯାଏ ଚାଲିବ। ଏଥିସହିତ ଫେବ୍ରୁଆରୀ ୨୨ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ ହେବ ବୋଲି ସୂଚନା ରହିଛି। ଅର୍ଥମନ୍ତ୍ରୀ … Read More

ଶସ୍ତା ହେଲା ସୁନା-ରୂପା ଦର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଘୋଷଣା କରିଥିବା ବଜେଟ୍ ସାଧାରଣ ପରିବାରଙ୍କ ପାଇଁ ସୁହାଇଲା ଭଳି ହୋଇଛି ବୋଲି କୁହାଯାଇପାରେ। ବିବାହ ଋତୁ ଚାଲିଥିବା ବେଳେ ଚଳିତ ଆର୍ଥିକ ବଜେଟରେ … Read More

କୃଷି ସେକ୍ଟର ପାଇଁ ଅର୍ଥ ମନ୍ତ୍ରୀଙ୍କ ବଡ ଘୋଷଣା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କୃଷକଙ୍କ ପାଇଁ  ବଡ଼ ଘୋଷଣା। ଚାଷୀଙ୍କ ହିତରେ ପେଡ଼ି ଖୋଲିଦେଲେ।  ପ୍ରଥମ ଥର ପାଇଁ ଟ୍ୟାବରେ ବଜେଟ ଉପସ୍ଥାପନ କରିଛନ୍ତି ସୀତାରମଣ। ଭାରତ ଏକ କୃଷିଭିତ୍ତିକ ଦେଶ ହୋଇଥିବା ବେଳେ କୃଷକଙ୍କ ହିତରେ  ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। … Read More

କଟକର ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ, (ଓଡିଶା ଟାଇମ୍) : କଟକ ‘ସନ୍’ ହସ୍ପିଟାଲରେ ଅଗ୍ନିକାଣ୍ଡ । ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି ଅଗ୍ନିଶମ ବାହିନୀ କର୍ମଚାରୀ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ସୂଚନାଯୋଗ୍ୟ ଯେ, କଟକ ତୁଳସୀପୁରରେ ଥିବା ‘ସନ୍’ ହସ୍ପିଟାଲରେ … Read More

ରାସ୍ତାରେ ଆଉ ଚାଲି ପାରିବନି ୨୦ ବର୍ଷର ପୁରୁଣା ଗାଡି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :୨୦୨୧-୨୨ ଆର୍ଥିକ ବଜେଟ୍‌ର ରାସ୍ତାରୁ ପୁରୁଣା ଗାଡ଼ି ହଟାଇବାକୁ ସ୍କ୍ରାପ୍ ପଲିସି ତ୍ୱରାନ୍ୱିତ କରିବାକୁ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏହାଦ୍ୱାରା ପ୍ରଦୂଷଣ ମୁକ୍ତ ହେବା ସହିତ ଇନ୍ଧନ ସଞ୍ଚୟ ମଧ୍ୟ ହୋଇପାରିବ ବୋଲି ନିର୍ମଳା … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୯ କୋଭିଡ୍ ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୧୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More