‘ଦିଲ୍ଲୀରେ ତ୍ରିରଙ୍ଗାର ଅପମାନ ଦେଶବାସୀଙ୍କୁ ଦୁଃଖିତ କରିଛି’ – ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ବର୍ଷର ପ୍ରଥମ ମନ୍ କୀ ବାତ୍ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି ରେଡିଓ କାର୍ଯ୍ୟକ୍ରମରେ ସେ ଦେଶବାସୀଙ୍କୁ ସମ୍ବୋଧିତ କରିବା ବେଳେ ବିଭିନ୍ନ ପ୍ରସଙ୍ଗ ଉପରେ ଚର୍ଚ୍ଚା କରିଛନ୍ତି … Read More











