ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଛାତ୍ରଛାତ୍ରୀମାନେ ଏଣିକି ନିଜ ସ୍କୁଲରେ ହିଁ ମାଟ୍ରିକ ପରୀକ୍ଷା ଦେବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ପ୍ରତି ବିଷୟରେ ୮୦ ମାର୍କର ଉତ୍ତର ଦେବେ … Read More

ବିକାଶ କ୍ଷେତ୍ରରେ ଅଭିନବ କାର୍ଯ୍ୟକ୍ରମ ପାଇଁ ସ୍କଚ୍ ଆୱାର୍ଡ଼ର ସେମିଫାଇନାଲରେ ସୁନ୍ଦରଗଡ଼ ଜିଲ୍ଲା, ମୁଖ୍ୟମନ୍ତ୍ରୀ କଲେ ପ୍ରଶଂସା

ସୁନ୍ଦରଗଡ଼, (ଓଡିଶା ଟାଇମ୍) :ଜିଲ୍ଲାର ବିକାଶ କ୍ଷେତ୍ରରେ ବିଭିନ୍ନ ଅଭିନବ କାର୍ଯ୍ୟକ୍ରମ ଲାଗୁ କରି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମର୍ଯ୍ୟାଦାଜନକ ‘ସ୍କଚ୍ ଆୱାର୍ଡ଼’ର ସେମିଫାଇନାଲରେ ପହଁଚିଛି। ଜାତୀୟ ସ୍ତରରେ ପରିଚିତ ଏହି ପୁରସ୍କାରର ‘ବେଷ୍ଟ ପ୍ରାକ୍ସିସେସ୍‌’ … Read More

ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ

ବଲାଙ୍ଗୀର, (ଓଡିଶା ଟାଇମ୍) :ଲାଇଫ୍‌ ଲାଇନ୍‌କୁ ନେଇ ନୂତନ ବ୍ଲୁପ୍ରୀଣ୍ଟ ଆରମ୍ଭ କରିଛନ୍ତି ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ୍‌ ତ୍ରିପାଠୀ।  ପଶ୍ଚିମ ଓଡିଶାର ଏକ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଗ୍ରହଣ କରିବା ପରେ ଅସିତ୍‌ ତ୍ରିପାଠୀ ଆକ୍ସନ ମୋଡ୍‌କୁ … Read More

କୋଭିସିଲ୍ଡ ଟିକା ତିଆରି କରୁଥିବା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ର ନୂଆ ପ୍ଲାଣ୍ଟରେ ନିଆଁ

ମହାରାଷ୍ଟ୍ର, (ଓଡିଶା ଟାଇମ୍) :ମହାରାଷ୍ଟ୍ରର ପୁନେରେ ଥିବା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରେ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚିଥିବା ବେଳେ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି। ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରେ କରୋନା ଭ୍ୟାକ୍‌ସିନ୍‌ କୋଭିସିଲ୍ଡ ତିଆରି ହେଉଛି। ଏଠାରୁ … Read More

ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମାଗଣାରେ ମିଳିବ ‘ପରୀକ୍ଷା ଦର୍ପଣ’

ଭୁବନେଶ୍ବର, (ଓଡିଶା ଟାଇମ୍) :ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ‘ପରୀକ୍ଷା ଦର୍ପଣ’ ବହି ଯୋଗାଇଦେବ ଗଣଶିକ୍ଷା ବିଭାଗ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି । ରାଜ୍ୟର ମୋଟ୍ ୬ ଲକ୍ଷ ୨୦ ହଜାର ୫୦୮ ଜଣ … Read More

କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ ମୋଦି, ୨ୟ ପର୍ଯ୍ୟାୟରେ ସମସ୍ତ ମୁଖ୍ୟମନ୍ତ୍ରୀ ଓ ସାଂସଦଙ୍କୁ ଭ୍ୟାକ୍‌ସିନ୍‌‌

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କରୋନା ଟିକାକରଣର ୨ୟ ପର୍ଯ୍ୟାୟରେ ଟିକା ନେବେ ପ୍ରଧାନମନ୍ତ୍ରୀ । ଏଥିରେ ପ୍ରଧାନମନ୍ତ୍ରୀଙ୍କ ସମେତ ସାଂସଦ ଏବଂ ସମସ୍ତ ରାଜ୍ୟର  ମୁଖ୍ୟମନ୍ତ୍ରୀ, ବିଧାୟକ ସାମିଲ ହେବେ । ସାଧାରଣଲୋକଙ୍କୁ କରୋନା ଭ୍ୟାକ୍‌ସିନ୍‌ ପ୍ରତି ଭରସା ଯୋଗାଡ଼ କରିବାରେ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୮୬୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) :ପୁଣି ଧଳାଜହର ଜବତ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅବକାରୀ ବିଭାଗର ଗୁଇନ୍ଦା ଟିମ୍‌ ଦ୍ୱାରା ୪୫ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନ୍‌ସୁଗାର ମୁଲ୍ୟ ପ୍ରାୟ ୪ଲକ୍ଷ ୫୦ହଜାର ଟଙ୍କା ହେବ ବୋଲି ଅନୁମାନ … Read More

ଆଧାରକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ, ୨୦୧୮ରେ ହୋଇଥିବା ଆଧାର ଆକ୍ଟ ସମ୍ପୂର୍ଣ୍ଣ ସାମ୍ୱିଧାନିକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :୨୦୧୮ରେ ଆସିଥିବା ଆଧାର ଆକ୍ଟକୁ ନେଇ ସୁପ୍ରିମକୋର୍ଟରେ ହୋଇଥିବା ଏକ ମାମଲାକୁ ଖଣ୍ଡପୀଠ ଖାରଜ କରିଦେଇଛନ୍ତି । କୋର୍ଟ ଆଧାରକୁ ସାମ୍ୱିଧାନିକ ବୋଲି ପୂର୍ବରୁ ଦେଇଥିବା ରାୟକୁ କାଏମ୍ ରଖିଛନ୍ତି । ଏନେଇ ବୁଧବାର ସୁପ୍ରିମ୍ କୋର୍ଟର … Read More

ପୁଣି ବଢିଲା ବସ୍‌ ଭଡ଼ା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ବସ୍‌ ଭଡ଼ା ବୃଦ୍ଧି ପାଇଛି। ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେଉଥିବାରୁ ପୁଣି ଥରେ ବସ୍ ଭଡା ବୃଦ୍ଧି କରାଯାଇଛି । ସ୍ୱୟଂକ୍ରିୟ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି ପାଇଛି। ସୂଚନା … Read More