କଳାହାଣ୍ଡିରେ ବିକାଶର ନୂତନ ସୂର୍ଯ୍ୟୋଦୟ : ୨୦୮୫ କୋଟି ଟଙ୍କାର ପ୍ରକଳ୍ପର ଭେଟିଦେଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି, (ଓଡିଶା ଟାଇମ୍) :କଳାହାଣ୍ଡି ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ ମାଧ୍ୟମରେ ଇନ୍ଦ୍ରାବତୀ ମଙ୍ଗଳପୁରଠାରେ ୭୫୬ କୋଟି ବ୍ୟୟରେ ନିର୍ମିତ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପର ଲୋକାର୍ପଣ … Read More

ବିଜେପିରେ ଯୋଗଦେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜେପିରେ ଯୋଗଦେଲେ ଜୀବନ ପ୍ରଦୀପ ଦାସ । କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଉପସ୍ଥିତିରେ ଜୀବନ ପ୍ରଦୀପ ଦାସ ବିଜେଡିରେ ଯୋଗଦେଇଛନ୍ତି । ବାଲେଶ୍ବର ସହରର ଆତିଥ୍ୟ ଭବନରେ ଅନୁଷ୍ଠିତ ଏକ ମିଶ୍ରଣ ଉତ୍ସବରେ ସେ ବିଜେପିରେ ମିଳିଛନ୍ତି … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୨୨ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୭୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଭାରସାମ୍ୟ ହରାଇ ଓଲଟିଲା ବସ୍, ଜଣେ ଗୁରୁତର

ଢେଙ୍କାନାଳ, (ଓଡିଶା ଟାଇମ୍) : ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ଓଲଟିଲା ବସ୍‌। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଆଳତୁମା ରାମିଆଳ ବ୍ରିଜ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯାତ୍ରୀ … Read More

ଆଜି ପବିତ୍ର ମକର ସଂକ୍ରାନ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପବିତ୍ର ମକର ସଂକ୍ରାନ୍ତି । ଘରେ ଘରେ ପୂଜା , ମକର ଚାଉଳ ସହ ପିଠାର ଆୟୋଜନ ହେବା ସହ ରାଜ୍ୟର କିଛି ସ୍ୱତନ୍ତ୍ର ସ୍ଥାନରେ ଏହାକୁ ବିଶେଷ ଶୈଳୀରେ ପାଳନ କରାଯାଏ। ସେହିପରି … Read More

କୋଭିଡ୍ ଟିକାକରଣ ପାଇଁ ଗାଇଡ୍‌ଲାଇନ୍ସ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ଜାନୁଆରୀ ୧୬ ତାରିଖରେ କୋଭିଡ୍ ଟିକାକରଣ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାର ଗାଇଡ୍‌ଲାଇନ୍ସ ଜାରି କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ଗାଇଡ୍‌ଲାଇନ୍ସ ଅନୁସାରେ, ଭାଏଲ୍‌ ଖୋଲିବାର ୪ ଘଣ୍ଟା ମଧ୍ୟରେ … Read More

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି କଳାହାଣ୍ଡି ଗସ୍ତ

କଳାହାଣ୍ଡି, (ଓଡିଶା ଟାଇମ୍) : ଆଜି କଳାହାଣ୍ଡି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ ଟା ୩୫ମିନିଟରେ ଜୟପାଟଣା ବ୍ଲକ ମଗଂଲପୁରରେ ହେଲିକପ୍ଟର ଯୋଗେ ନବୀନ ପହଂଚିବେ । ଭର୍ଚୁଆଲ ମାଧ୍ୟମରେ ଇନ୍ଦ୍ରାବତୀ ମଗଂଲପୁର ଠାରେ ୭୫୬ … Read More

ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଦେହାନ୍ତ

କଟକ, (ଓଡିଶା ଟାଇମ୍) : ଆଜି ଏସସିବି କୋଭିଡ୍ ହସ୍ପିଟାଲରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ଥିବା ପ୍ରକାଶଙ୍କର କଟକ ବଡ଼ ମେଡିକାଲରେ ଚିକିତ୍ସା ଚାଲିଥିଲା। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ହୋଇନଥିଲା, ଯେଉଁକାରଣରୁ … Read More

ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରୀର ମା’

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ନୟାଗଡ ଯଦୁପୁରର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲା ଏବେ ସୁପ୍ରିମ କୋର୍ଟରେ ପହଞ୍ଚିଛି। ପରୀର ମାଆ ସୌଦାମିନୀ ସୁପ୍ରିମକୋର୍ଟ​ର ଦ୍ବାରସ୍ଥ ହୋଇଛନ୍ତି। ପରୀ ହତ୍ୟା ଘଟଣାର ତଦନ୍ତ ଦାବି ଏବଂ ଉଚିତ ନ୍ୟାୟ ଦାବିରେ … Read More

ଯଦୁପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା : ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର ହେଲା ମୁଖ୍ୟ ଅଭିଯୁକ୍ତ

ନୟାଗଡ଼, (ଓଡିଶା ଟାଇମ୍) :ବହୁଚର୍ଚ୍ଚିତ ନୟାଗଡ ଯଦୁପୁର ନାବାଳିକା ହତ୍ୟାକାଣ୍ଡ ମାମଲାରେ ଜୁଭେନାଇଲ ଜଷ୍ଟିସ୍ ବୋର୍ଡରେ ହାଜର ହେଲା ମୁଖ୍ୟ ଅଭିଯୁକ୍ତ ନାବାଳକ । ଅଭିଯୁକ୍ତକୁ ଅନୁଗୋଳ ବାଳ ସୁଧାର ଗୃହରୁ ଅଣାଯାଇଛି । ବ୍ରେନ୍ ମ୍ୟାପିଙ୍ଗ୍ ନେଇ ଏସଆଇଟି କରିଥିବା … Read More