କଂଗ୍ରେସର ବରିଷ୍ଠ ନେତା ମାଧବ ସିଂ ସୋଲାଙ୍କିଙ୍କ ପରଲୋକ

ଗୁଜୁରାଟ, (ଓଡିଶା ଟାଇମ୍) : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମାଧବସିଂହ ସୋଲାଙ୍କି ଶନିବାର ପରଲୋକ ହୋଇଯାଇଛି। ପରଲୋକ ସମୟରେ ତାଙ୍କୁ୯୪ ବର୍ଷ ବୟସ ହୋଇଥିଲା। ସେ ବୈଦେଶିକ ମନ୍ତ୍ରୀ ଭାବରେ ମଧ୍ୟ ଦେଶ ପାଇଁ କାମ … Read More

ସବୁଦିନ ପାଇଁ ବନ୍ଦ ହେଲା ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ଟ୍ୱିଟର ଆକାଉଣ୍ଟ

ୱାସିଂଟନ, (ଓଡିଶା ଟାଇମ୍) :ମାଇକ୍ରୋବ୍ଲଗିଙ୍ଗ୍ ସାଇଟ୍ ଟ୍ୱିଟର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ଆକାଉଣ୍ଟକୁ ସବୁଦିନ ପାଇଁ ବନ୍ଦ କରିଦେଇଛି । ଆମେରିକାର ସଂସଦ (କ୍ୟାପିଟଲ ବିଲ୍ଡିଂ)ରେ ହୋଇଥିବା ହିଂସାକୁ ନେଇ କମ୍ପାନୀ ପକ୍ଷରୁ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଆଗକୁ … Read More

କନ୍ଧମାଳ-ବାଲିଗୁଡା ଅଞ୍ଚଳରେ ମୃଦୁ ଭୂମିକମ୍ପ

କନ୍ଧମାଳ, (ଓଡିଶା ଟାଇମ୍) : କନ୍ଧମାଳ-ବାଲିଗୁଡା ଅଞ୍ଚଳରେ ମୃଦୁ ଭୂମିକମ୍ପ ହୋଇଛି। ରାତି ୯ଟା୪୫ ମିନିଟରେ ଭୂମିକମ୍ପ ହେଇଥିବା ସୂଚନା ମିଳିଛି। ଜିଲ୍ଲାର ସାରଙ୍ଗ ତ, ବାଲିଗୁଡ଼ା, ବୁଡ଼ା ଗୁଡ଼ା,ପକାରୀ ଆବି ଅଞ୍ଚଳରେ ୩ ରୁ ୪ ସେକେଣ୍ଡ ଭୂମିକମ୍ପ ଅନୁଭୂତ … Read More

ସମ୍ ହସ୍ପିଟାଲରେ ଭ୍ୟାକ୍ସିନ୍ ବିତରଣ ପ୍ରସ୍ତୁତିର ପଡିଲା ମୂଳଦୁଆ, ସଂପନ୍ନ ହେଲା କୋଭିଡ୍-୧୯ ଟିକାଦାନ ପ୍ରକ୍ରିୟାର ଡ୍ରାଏ ରନ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ସାରା ବିଶ୍ୱ କୋଭିଡ ଭାଇରସ୍ ମହାମାରୀ କରାଳରେ ଆକ୍ରାନ୍ତ । ଏହି ରୋଗକୁ କିପରି ପ୍ରତିରୋଧ କରାଯିବ  ଏ ନେଇ ଟିକାକରଣ ପ୍ରକ୍ରିୟାକୁ ସକ୍ରିୟ ଓ ସଫଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ … Read More

ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ : ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

କନ୍ଧମାଳ, (ଓଡିଶା ଟାଇମ୍) :ଗଞ୍ଜାମ ସୀମାନ୍ତ ଚକାପାଦ ବ୍ଲକ ଲେଙ୍ଗେରି ମୁଣ୍ଡା ଗାଁ ନିକଟ ଜଙ୍ଗଲରେ କମ୍ବିଂ ଅପରେସନ ବେଳେ ଗୁରୁବାର ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ଫଳରେ ଉଭୟଙ୍କ ମଧ୍ୟରେ ଦୀର୍ଘ ସମୟଧରି ଗୁଳି ବିନିମୟ ହୋଇଥିଲା । ହେଲେ … Read More

ଡ୍ରାଏରନର ସ୍ଥିତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ନିଜେ ଚେନ୍ନାଇ ଗସ୍ତ କରି ଟିକାକରଣ ଡ୍ରାଏ ରନର ସ୍ଥିତି ସମୀକ୍ଷା କରିଛନ୍ତି। ମିଳିଥିବା ସୂଚନା ଅନୁସାରେ,  ଚେନ୍ନାଇ ସ୍ଥିତ ରାଜୀବ ଗାନ୍ଧି ସରକାରୀ ହସ୍ପିଟାଲ ଯାଇ ସ୍ଥିତି ସମୀକ୍ଷା … Read More

କଲେଜ ବୁଲି ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜେବି କଲେଜକୁ ଆସି ଅନୁଧ୍ୟାନ କଲେ ଗଣଶିକ୍ଷା ମନ୍ତ୍ରୀ। କଲେଜରେ କୋଭିଡ଼ ନିୟମ ପାଳନର କଲେ ଅନୁଧ୍ୟାନ। ତେବେ କୋଭିଡ୍‌ କଟକଣା ମଧ୍ୟରେ ଶୁକ୍ରବାରଠାରୁ ସ୍କୁଲ ଖୋଲିସାରିଛି । କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ … Read More

ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ

ପୁରୀ, (ଓଡିଶା ଟାଇମ୍) : ଜାତୀୟ ରାଜପଥ ଉପରେ କ୍ରମାଗତ ଭାବରେ ଲୁଟ ତରାଜ କରୁଥିବା ଏକ ସଂଗଠିତ ଓ ପେଷାଦାର ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିବାରେ ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ପୁଲିସ ସଫଳ ହୋଇଛି। ଭୁବନେଶ୍ବରରୁ ପୁରୀ … Read More

ପରୀ ହତ୍ୟାକାଣ୍ଡ ମାମଲା: ନାବାଳକ ଅଭିଯୁକ୍ତର ହେବ ନାହିଁ ନାର୍କୋ ଟେଷ୍ଟ

ନୟାଗଡ଼, (ଓଡିଶା ଟାଇମ୍) :ପରୀ ଅଭିଯୁକ୍ତର ନାର୍କୋ ଟେଷ୍ଟ ଆବେଦନ ଖାରଜ। ଅଭିଯୁକ୍ତ ନାବାଳକର ସହମତି ନମିଳିବାରୁ ନାର୍କୋ ଟେଷ୍ଟ ଆବେଦନକୁ ଖାରଜ କଲେ ଜୁଭେନାଇଲ୍ ଜଷ୍ଟିସ ବୋର୍ଡ।ନାର୍କୋ ଟେଷ୍ଟ ପାଇଁ ପୂର୍ବରୁ ପକ୍ସୋ କୋର୍ଟରେ ଆବେଦନ କରିଥିଲା ଏସ୍‌ଆଇଟି।ଆଜି ଜୁଭେନାଇଲ୍ … Read More

ଆଜିଠୁ ରାଜ୍ୟରେ ଖୋଲିଲା ସ୍କୁଲ୍

ଭୁବନେଶ୍ବର, (ଓଡିଶା ଟାଇମ୍) :କୋଭିଡ୍‌ କଟକଣା ମଧ୍ୟରେ ଦୀର୍ଘ ୯ ମାସ ପରେ ରାଜ୍ୟରେ ଆଜିଠୁ ସ୍କୁଲ୍ ଖୋଲିଛି। ରାଜ୍ୟର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କେବଳ ସ୍କୁଲ୍‌ ଖୋଲିଛି। ସ୍କୁଲ୍‌ ଖୋଲିବା ପୂର୍ବରୁ ପାନୀୟ … Read More