ଆଜିଠୁ ୫୦% ଦର୍ଶକଙ୍କୁ ନେଇ ଖୋଲିବ ସିନେମା ହଲ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ଖୋଲିବ ସିନେମା ହଲ୍ । ତେଣୁ ସିନେମା ହଲ୍ ଖୋଲିବାକୁ ସଜବାଜ ହେଉଛନ୍ତି ହଲ୍ ମାଲିକ । ହଲ୍ ଗୁଡିକୁ ସାନିଟାଇଜ୍ କରାଯାଇଛି । ଯେଉଁମାନେ ସିନେମା ଦେଖିବାକୁ ହଲ୍ … Read More

ଜୁଲାଇ ୩ରେ ଜେଇଇ ଆଡଭାନ୍ସ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଜୁଲାଇ ୩ ତାରିଖରେ ଜେଇଇ ଆଡଭାନ୍ସ ପରୀକ୍ଷା ଘୋଷଣା। ୭୫ ପ୍ରତିଶତ ମାନଦଣ୍ଡକୁ ହଟାଇ ଦିଆଯାଇଛି। ଆଇଆଇଟି ଗଡଗପୁର ଏହାର ଆୟୋଜନ କରିବ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଏ ସଂପର୍କରେ ସୂଚନା ଦେଇଛନ୍ତି। କେନ୍ଦ୍ର ଶିକ୍ଷା  … Read More

ଭାରତୀୟ ଦୁଇଚକିଆ ଶିଳ୍ପରେ ଇତିହାସ ରଚିଲା ହୋଣ୍ଡା ଆକ୍ଟିଭା, ଗ୍ରାହକ ସଂଖ୍ୟା ୨.୫କୋଟି ଟପିଲା

ଭୁବନେଶ୍ବର, (ଓଡିଶା ଟାଇମ୍) :ଭାରତରେ ସର୍ବାଧିକ ବିକ୍ରି ହେଉଥିବା ସ୍କୁଟର ବ୍ରାଣ୍ଡ୍ ଆକ୍ଟିଭା ଦେଶର ପ୍ରଥମ ସ୍କୁଟର ଭାବେ ୨.୫ କୋଟି ଗ୍ରାହକ ମାଇଲଖୁଂଟ ହାସଲ କରି ଭାରତୀୟ ଦୁଇଚକିଆ ଶିଳ୍ପରେ ଇତିହାସ ସୃଷ୍ଟି କରିଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, … Read More

ଶୁକ୍ରବାରଠାରୁ ଖୋଲିବ ବାବା ଧବଳେଶ୍ଵରଙ୍କ ପୀଠ

ଆଠଗଡ଼, (ଓଡିଶା ଟାଇମ୍) :କୋଭିଡ୍ ନିୟମ ଅନୁସାରେ ଶୁକ୍ରବାରଠାରୁ ଖୋଲିବ ବାବା ଧବଳେଶ୍ଵରଙ୍କ ପୀଠ । ଆଠଗଡ ଉପଜିଲ୍ଲାପାଳଙ୍କ ସଭା ଗୃହରେ ଧବଳେଶ୍ଵରଙ୍କ ମନ୍ଦିର ଖୋଲିବା ପାଇଁ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ଆଠଗଡ ଉପଜିଲ୍ଲାପାଳ … Read More

ହସ୍ପିଟାଲରୁ ବାହାରିଲେ ସୌରଭ ଗାଙ୍ଗୁଲୀ

କଲିକତା, (ଓଡିଶା ଟାଇମ୍) : ବିସିସିଆଇ ସଭାପତି ତଥା ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ଗୁରୁବାର ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଛି। ୫ ଦିନ ହସ୍ପିଟାଲରେ ରହିବା ପରେ ସେ ଘରକୁ ଫେରିଛନ୍ତି। ଗତ ଶନିବାର ସାମାନ୍ୟ ହୃଦଘାତ ଯୋଗୁ … Read More

ଆମେରିକାରେ ଟ୍ରମ୍ପ ସମର୍ଥକଙ୍କ ହଙ୍ଗାମା ! ହିଂସାକାଣ୍ଡରେ ୪ ମୃତ

ୱାସିଂଟନ, (ଓଡିଶା ଟାଇମ୍) :ଆମେରିକା ସଂସଦ ପରିସରରେ ଟ୍ରମ୍ପଙ୍କ ସମର୍ଥକ ଲଙ୍କାକାଣ୍ଡ ଘଟାଇଛନ୍ତି। ରାଷ୍ଟ୍ରପତି ନିର୍ବାଚନକୁ ନେଇ ଏବେ ସୁଦ୍ଧା ଦେଶରେ ଉତ୍ତେଜନା ଜାରି ରହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳର ଶେଷ ଦିନରେ ଆମେରିକାରେ ପୁଣି ଥରେ ହିଂସାକାଣ୍ଡ ଦେଖିବାକୁ … Read More

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୦ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୧୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆସନ୍ତାକାଲି ଖୋଲିବ ସ୍କୁଲ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲିଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିବାକୁ ଯାଉଛି। କୋଭିଡ ଗାଇଡଲାଇନ୍ ଅନୁସାରେ ସ୍କୁଲ ଖୋଲିବେ ସମ୍ପୃକ୍ତ ସ୍କୁଲ କର୍ତ୍ତୃପକ୍ଷ। ଛାତ୍ରଛାତ୍ରୀ, ଅଭିଭାବକ ସମସ୍ତେ ଏସଓପି ମାନିବା ବାଧ୍ୟତାମୂଳକ କରାଯାଇଛି। ତେବେ ସ୍କୁଲ ଖୋଲିବା ପୂର୍ବରୁ ଆରମ୍ଭ … Read More

ଚିହ୍ନଟ ପଜିଟିଭ ୨୦,୩୪୬ ; ୧ କୋଟି ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକିଛି ଦିନ ମଧ୍ୟରେ ଲଗାତାର ହ୍ରାସ ଓ ବୃଦ୍ଧି ପାଉଥିବା ଦେଖାଯାଉଛି। ଗତକାଲି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇଛି। ୨୪ ଘଣ୍ଟାରେ ୨୦,୩୪୬ ନୂଆ … Read More