ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୯୨ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୩୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜିଠୁ ଜଗା ଦର୍ଶନ କରିବେ ସାଧାରଣ ଭକ୍ତ

ପୁରୀ, (ଓଡିଶା ଟାଇମ୍) : ଆଜିଠୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ମାର୍କେଟ୍ ଛକ ଠାରୁ ସ୍ବତନ୍ତ୍ର ବ୍ୟାରିକେଡ୍ ଯୋଗେ ସିଂହଦ୍ବାରକୁ ଆସିବା ପରେ ଭକ୍ତମାନଙ୍କ ଫଟୋ ଉଠାଯିବା ସହ ହାତ ସାନିଟାଇଜ୍ କରି ଶ୍ରୀମନ୍ଦିରରେ ପ୍ରବେଶ କରିବାର … Read More

ମାଟ୍ରିକ ପରୀକ୍ଷା ; ପ୍ରତି ବିଷୟ ପାଇଁ ୮୦ ନମ୍ବର

କଟକ, (ଓଡିଶା ଟାଇମ୍) :ଆସନ୍ତା ମେ’ ୩ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା ହେବ। ତେବେ ପ୍ରତି ବିଷୟରେ ୧୦୦ ମାର୍କ ବଦଳରେ ୮୦ ମାର୍କର ପରୀକ୍ଷା ହେବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି … Read More

ମେ’ ୩ରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା, ଯୁକ୍ତ ୨ ବୋର୍ଡ ପରୀକ୍ଷା ମେ’ ୧୫ରୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ମେ’ ୩ରୁ୧୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ। ସେହିପରି ମେ’ ୧୫ ତାରିଖରୁ ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଆସନ୍ତା ଜାନୁଆରୀ ୮ ତାରିଖରୁ ଓଡଶାରେ ସ୍କୁଲ ଖୋଲିବ। ରବିବାର-ଶନିବାର … Read More

ଆସନ୍ତା ଜାନୁଆରୀ ୮ରୁ ଖୋଲିବ ସ୍କୁଲ, ଏପ୍ରିଲ୍‌ ୨୬ ଯାଏଁ ହେବ କ୍ଲାସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :କୋଭିଡ୍‌ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବାବେଳେ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତି। ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠପଢ଼ିବାକୁ ଯିବେ। ମାଧ୍ୟମିକ ଶିକ୍ଷା ବୋର୍ଡ … Read More

ଓଏସସିବିସି ଅଧ୍ୟକ୍ଷ ଦାୟିତ୍ଵ ନେଲେ ଜଷ୍ଟିସ ରଘୁନାଥ ବିଶ୍ଵାଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ଅଧ୍ୟକ୍ଷ ଭାବେ ଜଷ୍ଟିସ ରଘୁନାଥ ବିଶ୍ଵାସ ଶନିବାର ଦାୟିତ୍ଵ ଗ୍ରହଣ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାରେ ଓଡ଼ିଶା ଆଦିବାସୀ ବିକାଶ ଉନ୍ନୟନ ସୋସାଇଟିଠାରେ ଏକ କାର୍ଯ୍ୟକ୍ରମରେ ଜଷ୍ଟିସ … Read More

ସୌରଭ ଗାଙ୍ଗୁଲି ଅସୁସ୍ଥ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ଏକ ଜିମ୍‌ରେ ବ୍ୟାୟାମ କରୁଥିବା ସମୟରେ ସେ ଛାତିରେ ଯନ୍ତ୍ରଣା … Read More

ପ୍ରତ୍ୟେକ ଭାରତୀୟଙ୍କୁ ମାଗଣାରେ ମିଳିବ କରୋନା ଭାକସିନ୍, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଭୂତାଣୁ ବିରୋଧରେ ଶେଷ ଲଢ଼େଇ ପାଇଁ ଭାରତ ନିଜକୁ ପ୍ରସ୍ତୁତ କରୁଛି। ଦେଶରେ ଜରୁରିକାଳୀନ ପରିସ୍ଥିତିରେ କରୋନା ଟିକାର ବ୍ୟବହାର ପାଇଁ ଭ୍ୟାକ୍ସିନକୁ ସରକାର ଅନୁମତି ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଶ୍ଵର ସବୁଠୁ … Read More

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସର୍ଦାର ବୁଟା ସିଂହଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପୂର୍ବତନ କେନ୍ଦ୍ରମନ୍ତ୍ରୀ, କଂଗ୍ରେସର ବରିଷ୍ଠ ନେତା ତଥା ଦଳିତ ନେତା ବୁଟା ସିଂହଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ୧୯୩୪ … Read More

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୨୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୦କୁ ବୃଦ୍ଧି ପାଇଛି । ଏନେଇ … Read More