୩୧ ଡିସେମ୍ବର ରାତି ୧୦ଟାରୁ ନୂଆବର୍ଷ ସକାଳ ୫ଟା ଯାଏଁ ରାଜ୍ୟବ୍ୟାପୀ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ଫିକା ପଡ଼ିବ ଏ ବର୍ଷର ଶେଷ ରାତି, ଏଥର ହେବନି ଜିରୋ ନାଇଟ୍‌ ସେଲିବ୍ରେସନ୍‌। ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେସନ୍‌ ମନା ହୋଇଥିବା ବେଳେ ଏବେ ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆଜି … Read More

ରାଜ୍ୟରେ ଆଉ ୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୩କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୧୫ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୬୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ତାପମାତ୍ରା କମିବା ସହିତ ବଢିବ ଶୀତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ତାପମାତ୍ରା କମିବା ସହିତ ବଢିବ ଶୀତ । ଏନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଉଛି ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ, ଅନୁଗୋଳ, ବୌଦ୍ଧ ଓ … Read More

ପଜିଟିଭଙ୍କ ସଂଖ୍ୟା ୧,୦୨,୬୬,୬୭୪ ; ଦିନକରେ ଆକ୍ରାନ୍ତ ୨୧,୮୨୧

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଦୈନିକ ସଂକ୍ରମଣ କିଛି ଦିନ ମଧ୍ୟରେ ୨୫ ହଜାର ମଧ୍ୟରେ ସୀମିତ ରହୁଛି। ୨୪ ଘଣ୍ଟାରେ ୨୧,୮୨୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୬,୧୩୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। … Read More

ଭିଜିଲାନ୍ସ ଜାଲରେ ବ୍ୟାଙ୍କ ମ୍ୟାନେଜର

ଭୁବନେଶ୍ବର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ବ୍ୟାଙ୍କ ମ୍ୟାନେଜର । କେନ୍ଦ୍ର ସମବାୟ ବ୍ୟାଙ୍କ୍ ର ଲାଠୋର ଶାଖାର ମ୍ୟାନେଜର ସାଗର ରଣାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମ୍ୟାନେଜରଙ୍କ … Read More

ଖୋଲିବ ସିନେମା ହଲ୍‌, ଥିଏଟର

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସିଲା ଜାନୁଆରୀ ମାସର ଗାଇଡଲାଇନ୍। ସିନେମା ହଲ ଖୋଲିବାକୁ ମିଳିଛି ଅନୁମତି। ଦୀର୍ଘଦିନ ହେବ ସିନେମା ହଲ ବନ୍ଦ ରହିଥିଲା। ଜାନୁଆରୀ ମାସ ଗାଇଡଲାଇନ୍‌ରେ ସିନେମା ହଲ ଖୋଲିବାକୁ ଅନୁମିତି ମିଳିଛି। କଳାକାରମାନଙ୍କୁ ଟିକେ ଆଶ୍ବସ୍ତି ମିଳିଛି। … Read More

ୱିକନ୍ ୨୦୨୦ରେ ବିଶ୍ୱର ବିଶିଷ୍ଟ ବିଶେଷଜ୍ଞଙ୍କ ଯୋଗଦାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଦୁଇ ଦିନିଆ ୬ ଆଇଇଇଇ ଇନ୍‌ଟର୍‌ନ୍ୟାସ୍‌ନାଲ୍ ୱିମେନ୍ ଇନ୍ ଇଞ୍ଜିନିୟରିଂ (ଡବ୍ଲୁଆଇଇ) କର୍ମଶାଳା (ୱିକନ୍‌-ଇସିଇ) ରବିବାର ଶେଷ ହୋଇଥିବା ବେଳେ ଏହି କର୍ମଶାଳାରେ ବିଭିନ୍ନ ଦେଶର ବିଶିଷ୍ଟ ବିଶେଷଜ୍ଞମାନେ ଯୋଗ ଦେଇଥିଲେ । ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଲେକ୍ଟ୍ରିକାଲ୍ … Read More

ମାଟ୍ରିକ୍ ପରୀକ୍ଷା ପାଇଁ ବୋର୍ଡ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ

କଟକ, (ଓଡିଶା ଟାଇମ୍) :ବୁଧବାର ବସୁଛି ମାଧ୍ୟମିକ ଶିକ୍ଷା ପରିଷଦର ଜେନେରାଲ ବଡି ବୈଠକ । ମାଟ୍ରିକ ପରୀକ୍ଷା ନେଇ ଏହି ବୈଠକରେ ଆଲୋଚନା ହେବ। ତେବେ ଏ ସଂପର୍କରେ ବୋର୍ଡ ପରୀକ୍ଷା ନିୟନ୍ତ୍ରକ ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। … Read More

୧ କ୍ବିଣ୍ଟାଲରୁ ଅଧିକ ନକଲି ପନିର ଜବତ

କଟକ, (ଓଡିଶା ଟାଇମ୍) : ନକଲି ମସଲା, ହଳଦୀ, ଘିଅ ଓ ପୂଜା ସାମଗ୍ରୀ ପରେ ଏବେ କଟକରେ ନକଲି ପନିର ଜବତ ହୋଇଛି। କଟକ ଚାଉଳିଆଗଞ୍ଜ ପୋଲିସ୍‌ ଓ ସିଏମ୍‌ସି ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ଚଢାଉ କରି ୧ … Read More