ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୩ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୫୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଜମ୍ମୁ-କାଶ୍ମୀର : ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି

ଶ୍ରୀନଗର, (ଓଡିଶା ଟାଇମ୍) :ଜମ୍ମୁ-କାଶ୍ମୀରର ବାରାମୂଳା ଜିଲ୍ଲାରେ ଭାରତୀୟ ସେନା ୩ ଜଣ ଆତଙ୍କବାଦୀଙ୍କ ବିରୋଧରେ ଅପରେସନ ଜାରି ରଖିଛି। ଉଭୟ ପକ୍ଷ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଏହି ଆତଙ୍କବାଦୀମାନେ ଫସି ଯାଇଛନ୍ତି । ସୂଚନା ଅନୁସାରେ, ବାରାମୂଳାରେ ୨ରୁ … Read More

ଶୀତରେ ଥରୁଛି ସାରା ଓଡିଶା…

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଜାରି ରହିଛି ଶୀତର ଲହରୀ । ଶୀତ ପ୍ରକୋପ କମି ନାହିଁ । ଏପରି ଥଣ୍ଡା ଆଉ ଦୁଇଦିନ ଏମିତି ଥରାଇବ ।  ଆଭ୍ୟନ୍ତରୀଣ ଓଡ଼ିଶାରେ ଥଣ୍ଡା ଲହରୀ ଅନୁଭୂତ ହେବା ସହ ଧିରେଧିରେ ଶୀତ … Read More

ଦେଶରେ ୧ କୋଟି ୧ଲକ୍ଷ ଟପି ସାରିଛି ପଜିଟିଭ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଗତ କିଛି ସପ୍ତାହ ହେବ ଲଗାତାର ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ମଧ୍ୟରେ ସୀମିତ ରହୁଛି। ଗତକାଲି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା ତୁଳନାରେ ଆଜି ଏଥିରେ ବୃଦ୍ଧି ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ … Read More

ମାଓବାଦୀଙ୍କ ବର୍ବରକାଣ୍ଡ ; ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା

ଚିତ୍ରକୋଣ୍ଡା, (ଓଡିଶା ଟାଇମ୍) : ଆନ୍ଧ୍ର ଓଡ଼ିଶା ସୀମାନ୍ତ ଅଞ୍ଚଳରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖାଯାଇଥିବା ଗୁରୁବାର ଜଣାପଡ଼ିଛି। ଆନ୍ଧ୍ର ଓଡ଼ିଶା ସୀମାନ୍ତ ଅଞ୍ଚଳରେ ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଘରୁ ଡ଼ାକି ନେଇ ମାଓବାଦୀ ଜଣଙ୍କୁ ହତ୍ୟା କରିଛନ୍ତି। ସକାଳ ସମୟରେ … Read More

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଅଧିକାରୀ । ସୋନପୁର ଜିଲ୍ଲା ଡୁଙ୍ଗୁରୀପାଲୀ ବ୍ଲକ ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଦୁର୍ଯ୍ୟୋଧନ ମେହେରଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ୍‌ । ଆୟ … Read More

ଭୁବନେଶ୍ୱର ଏୟାରପୋର୍ଟରେ ଜାରି ହେଲା ନୂଆ ଏସଓପି

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଦେଶ ଫେରନ୍ତାଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ନୂଆ ଏସଓପି ଜାରି ହୋଇଛି । ଲକ୍ଷଣ ଥିବା ୫୫ବର୍ଷରୁ ଉଦ୍ଧ୍ୱର୍ ସବୁ ଯାତ୍ରୀଙ୍କ ଆଣ୍ଟିଜେନ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଯାତ୍ରୀଙ୍କ ସମ୍ପର୍କରେ ସୂଚନା ଦେବେ ବିମାନ ସେବା … Read More

ଦେଶରେ ଗତ ୨୪ଘଣ୍ଟାରେ ୨୩୯୫୦ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କରୋନା ଭାଇରସର ଦୈନିକ ସଂକ୍ରମଣରେ ପୁଣି ଥରେ ବୃଦ୍ଧି ପାଇଥିବାର ଦେଖିବାକୁ ମିଳିଛି । ଗତ ୨୪ଘଣ୍ଟାରେ ୨୩,୯୫୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନାରୁ ସୁସ୍ଥ ହୋଇଥିବା ୯୬ଲକ୍ଷ ପାର୍‌ ହୋଇଛି … Read More

ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହେଲା ଉତ୍ତର ଓଡ଼ିଶା ବିଶ୍ୱାବିଦ୍ୟାଳୟ

ବାରିପଦା, (ଓଡିଶା ଟାଇମ୍) :ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱାବିଦ୍ୟାଳୟ ନାଁ । ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୁରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା … Read More