ଲଣ୍ଡନରୁ ଆସିଥିବା ଫ୍ଲାଇଟ୍‌ରେ ୬ ଯାତ୍ରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ବ୍ରିଟେନ୍‌ରେ କରୋନା ଭାଇରସର ନୂଆ ରୂପ ମିଳିବା ପରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଡିସେମ୍ବର ୨୨ ରାତିରୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବ୍ରିଟେନରୁ ଆସୁଥିବା ସବୁ ଫ୍ଲାଇଟ ଉପରେ ଭାରତ ପ୍ରତିବନ୍ଧକ ଲଗାଇଛି।  ୨୨ … Read More

ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୬୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୨୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ପୁରୀ ହାଜତ ମୃତ୍ୟୁ ମାମଲା : ପୋଷ୍ଟ ମର୍ଟମ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୁରୀ ହାଜତ ମୃତ୍ୟୁ ଓ ପୂରା ଘଟଣାର ତଦନ୍ତର ଅଗ୍ରଗତି ନେଇ ଅସନ୍ତୋଷ ପ୍ରକାଶ କଲେ କୋର୍ଟ। ଏହାସହ ପୋଲିସ ବିରୋଧରେ ମାମଲା ରୁଜୁ କରାଯାଇଛି କି ନାହିଁ ତାହା ମଧ୍ୟ ପଚାରିଲେ। କେବଳ ଏତିକି … Read More

ମୋଦୀଙ୍କୁ ମିଳିଲା ସର୍ବୋଚ୍ଚ ଆମେରିକୀୟ ସମ୍ମାନ ‘ଲେଜିଅନ ଅଫ ମେରିଟ୍‌’

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତ ଓ ଆମେରିକା ମଧ୍ୟରେ ଥିବା ସମ୍ପର୍କକୁ ଆହୁରି ମଜବୁତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମେରିକାର ପ୍ରତିଷ୍ଠିତ ‘ଲିଜନ୍ ଅଫ୍ ମେରିଟ୍’ ଆଓ୍ୱାର୍ଡ ସମ୍ମାନରେ ସମ୍ମାନିତ କରାଯାଇଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୋଦୀଙ୍କୁ … Read More

ଭିଜିଲାନ୍ସ ଜାଲରେ ଆର୍‌ବି ଡିଭିଜନର ବରିଷ୍ଠ କିରାଣୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆର୍‌ବି ଡିଭିଜନର ବରିଷ୍ଠ କିରାଣୀ ଘରେ ଭିଜିଲାନ୍ସ ରେଡ୍‌ । ଆର୍‌ବି ଡିଭିଜନର ବରିଷ୍ଠ କିରାଣି ଅସିତ ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ବାସଭବନ ସମେତ ବିଭିନ୍ନ ସ୍ଥାନରେ ରେଡ୍‌ ଜାରି ରହିଛି … Read More

‘ପରୀ’କୁ ହତ୍ୟା ପରେ ମୃତଦେହ ସହ ଦୁଷ୍କର୍ମ କରିଥିଲା ସରୋଜ: ଅରୁଣ ବୋଥ୍ରା

ଭୁବନେଶ୍ବର, (ଓଡିଶା ଟାଇମ୍) :ନୟାଗଡ ଯଦୁପୁରରେ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସରୋଜ ସେଠୀକୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ ଏସଆଇଟି । ଏନେଇ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । … Read More

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୩କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୧୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଗତ ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ୨୦ ହଜାର ତଳେ ନୂଆ ପଜିଟିଭ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ୨୦ ହଜାର ତଳେ ରହିଛି। ଆଉ ୧୯ ହଜାର ୫୫୬ … Read More