ଦେଶରେ ୨୨,୦୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୩୫୪ ମୃତ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୨୨,୦୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୫୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା … Read More











