ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଉଠାଇ ନେଲା ମୁମ୍ବାଇ ପୁଲିସ
ମୁମ୍ବାଇ, (ଓଡିଶା ଟାଇମ୍) : ଜାତୀୟ ଗଣମାଧ୍ୟମ ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ବୁଧବାର ମୁମ୍ବଇ ପୁଲିସ୍ ଉଠାଇ ନେଇଥିବା ସୂଚନା ମିଳିଛି। ଅର୍ଣ୍ଣବଙ୍କ ବାସଭବନ ଭିତରକୁ ପୁଲିସ୍ ଜୋର ଦବରଦସ୍ତ ପଶି ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି। … Read More











