କୋଇଲା ଖଣି ଆବଣ୍ଟନ ମାମଲା: ସ୍ବତନ୍ତ୍ର ଅଦାଲତରେ ଦିଲିପ ରାୟ ଦୋଷୀ ସାବ୍ୟସ୍ତ
ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ୧୯୯୯ରେ ଝାଡ଼ଖଣ୍ଡର ଏକ କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ସଂକ୍ରାନ୍ତ ଏକ ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କୁ ସ୍ବତନ୍ତ୍ର ଅଦାଲତ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛି । ସ୍ୱତନ୍ତ୍ର ଅଦାଲତ ବିଚାରପତି … Read More











