ରାଜଧାନୀରୁ ବାହାରିଲେ ଆଉ ୩୬୯ କରୋନା ପଜିଟିଭ୍, ସୁସ୍ଥ ହେଲେ ୩୫୬
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୮୯୫ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୫ ଜଣ ରହିଥିବା ବେଳେ … Read More











