ରାଜଧାନୀରୁ ଆଉ ୩୦୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୫୪୪ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ … Read More











