କାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । କାଲିଠୁ ୨୪ ତାରିଖ ଯାଏ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ । ୧୫୩ଟି କେନ୍ଦ୍ରରେ … Read More

ରାଜ୍ୟପାଳଙ୍କୁ ଭେଟିବା ପ‌ରେ କଙ୍ଗନା କହିଲେ ‘ନ୍ୟାୟ ପାଇଁ ମୁଁ ପୂରା ଆଶାବାଦୀ’

ମୁମ୍ବାଇ, (ଓଡିଶା ଟାଇମ୍) :ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାଓ୍ବତ ଆଜି ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋଶୟାରୀଙ୍କ ସହ ଆଲୋଚନା କରିଛନ୍ତି। ସିକ୍ୟୁରିଟି ସହ କଙ୍ଗନା ରାଜଭବନ ଯାଇଥିଲେ। ବିଏମସି ଦ୍ବାରା ତାଙ୍କ ଅଫିସ ଭଙ୍ଗାରୁଜା ହେବା ନେଇ ସେ ନିଜ … Read More

ରାଜଧାନୀରୁ ଆଉ ୩୯୫ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୭୯

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୯୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨୪୦ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୬ ଜଣ ରହିଥିବା ବେଳେ … Read More

ସଂସଦର ମୌସୁମି ଅଧିବେଶନ ପୂର୍ବରୁ କରୋନା ପଜିଟିଭ୍ ଚିହ୍ନଟ ହେଲେ ୫ ସାଂସଦ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସମସ୍ତ ସାଂସଦଙ୍କ କରୋନା ଟେଷ୍ଟ କରାଯାଉଛି। ରବିବାର ଯାଞ୍ଚରେ ପାଞ୍ଚ ଲୋକସଭା ସାଂସଦ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୋମବାର ଆରମ୍ଭ ହେଉଥିବା ମୌସୁମି ଅଧିବେଶନରେ ସ୍ଵାସ୍ଥ୍ୟ ମନ୍ତ୍ରଣାଳୟର … Read More

ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିହାରର ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହଙ୍କର ରବିବାର ଦିନ ଦେହାନ୍ତ ହୋଇଛି । ଦିଲ୍ଲୀ ଏମ୍ସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରାଷ୍ଟ୍ରୀୟ ଜନତା ଦଳ ନେତା ପ୍ରମୁଖ … Read More

ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍‌ ଦାସଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଆ ସିନେଜଗତ ପାଇଁ ଆଉ ଏକ ଦୁଃଖଦ ଖବର । ବିଶିଷ୍ଟ ଚଳଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ଅଜିତ ଦାସ ଆଉ ନାହାନ୍ତି । ଆଜି୭୧ ବର୍ଷ ବୟସରେ ଅଜିତ ରାଜଧାନୀ ଭୁବନେଶ୍ୱରସ୍ଥିତ ଏକ ଘରୋଇ … Read More

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନା ପଜିଟିଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ … Read More

ଭାରତ-ଚୀନ ସୀମା ବିବାଦର ବାଟ ଫିଟାଇଲା ପଞ୍ଚସୂତ୍ରୀ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖାରେ ଭାରତ-ଚୀନ ମଧ୍ୟରେ ସୀମା ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଦୁଇଦେଶର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ହୋଇଛି। ରୁଷ୍‌ର ମସ୍କୋରେ ଚାଲିଥିବା ସାଙ୍ଘାଇ ସହଯୋଗ … Read More

ଗତ ୨୪ ଘଣ୍ଟାରେ ମୋଟ୍ ୫୦ ହଜାର ୪୪ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :   ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ କରାଯାଉଥିବା ବେଳେ ଏହା ପୁଣି ୫୦ ହଜାରରୁ ଅଧିକ ହୋଇଛି। ଗତ ୨୪ ଘଣ୍ଟାରେ ମୋଟ୍ ୫୦ ହଜାର ୪୪ କରୋନା ନମୁନା ପରୀକ୍ଷା … Read More

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୩ ତାରିଖରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା … Read More