ରାଜ୍ୟରେ ଚିହ୍ନଟ ହେଲେ ୩୭୪୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :   ୨୪ ଘଣ୍ଟା ମଧ୍ୟରେ ୩୭୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୫୧୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଗିରଫ ହେଲେ ରିୟା

ମୁମ୍ବାଇ , (ଓଡିଶା ଟାଇମ୍) : ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ତଦନ୍ତ ପରେ ଏନସିବି ଆଜି  ରିୟା ଚକ୍ରବର୍ତୀଙ୍କୁ ଗିରଫ କରିଛି।  ଲଗାତାର ୩ ଦିନ ଧରି ଜେରା କରିବା ପରେ ଏନସିବି ରିୟାଙ୍କୁ ଗିରଫ କରିଛି ।  … Read More

ଏଲ୍‌ଏସିରେ ଗୁଳିମାଡ଼: ଭାରତୀୟ ସେନାର ବୟାନ, ଆମ ପକ୍ଷରୁ ଗୁଳିମାଡ଼ ହୋଇ ନାହିଁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତୀୟ ସେନା ଲଦାଖର ପାଙ୍ଗୋଙ୍ଗ ହ୍ରଦ ନିକଟରେ ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍(ଏଲ୍‌ଏସି)କୁ ଅତିକ୍ରମ‌ କରି ଗୁଳି ଚଳାଇଛି ବୋଲି ଚୀନର ଅଭିଯୋଗକୁ ଖଣ୍ଡନ କରିଛି ଭାରତ। ଆମ ପକ୍ଷରୁ ପ୍ରଥମେ ଗୁଳିମାଡ଼ ହୋଇ ନ … Read More

ପ୍ରସିଦ୍ଧ ତେଲୁଗୁ ଅଭିନେତା ଜୟ ପ୍ରକାଶ ରେଡ୍ଡୀଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :  ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଝଟକା। ପ୍ରସିଦ୍ଧ ତେଲୁଗୁ ଅଭିନେତା ଜୟପ୍ରକାଶ ରେଡ୍ଡୀଙ୍କ ପରଲୋକ ଘଟିଛି । ମଙ୍ଗଳବାର ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରେ ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ରେଡ୍ଡୀଙ୍କୁ ୭୪ ବର୍ଷ … Read More

ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍ ୪୧ ହଜାର ୨୭୫ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ମୋଟ୍ ୪୧ ହଜାର ୨୭୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ଆଣ୍ଟିଜେନ୍‌ରେ ୩୪,୩୨୪, ଆରଟିପିସିଆରରେ … Read More

ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ  । ଏନେଇ ୧୩ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଜିଲ୍ଲାଗୁଡ଼ିକ … Read More

ମାସ୍କ ନ ପିନ୍ଧିଲେ ଦୃଢ କାର୍ଯ୍ୟାନୁଷ୍ଠାନ- ଗଞ୍ଜାମ ଜିଲାପାଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମରେ ମାସ୍କ ପିନ୍ଧା ଉପରେ ଗୁରୁତ୍ୱ ।  ଯାତ୍ରାବେଳେ ପାସେଞ୍ଜରମାନଙ୍କ ପାଇଁ ମାସ୍କ ପିନ୍ଧା ବାଧ୍ୟତାମୂଳକ କରାଯାଇଛି । ଯେଉଁମାନେ ଅଟୋ, ରିକ୍ସା କି ବସରେ ଯାତାୟତ କରୁଛନ୍ତି, ସେମାନେ ମାସ୍କ ପିନ୍ଧିବେ । ସେହିପରି ଆବଶ୍ୟକତାଠାରୁ … Read More

ରାଜ୍ୟରେ କରୋନା ନେଲା ଆଉ ୧୩ ମୁଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ କରୋନା ନେଲା  ଆଉ ୧୩ ମୁଣ୍ଡ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହାକୁ ମିସାଇ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଛି। … Read More

ରାଜ୍ୟରେ ଚିହ୍ନଟ ହେଲେ ୩୪୯୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୩୪୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୩୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

କରୋନା ପାଇଁ ସ୍ଥଗିତ ହେଲା OJEE ଅନ୍‌ଲାଇନ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :  କରୋନା ଭାଇରସକୁ ନଜରରେ ରଖି ଅନଲାଇନ୍ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇକୁ ଘୁଞ୍ଚାଇ ଦିଆଯାଇଛି । ପୂର୍ବରୁ ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ଓଜେଇଇ ହେବା ନେଇ ତାରିଖ ଧାର୍ଯ୍ୟ ହୋଇଥିଲା । … Read More