ଗଞ୍ଜାମବାସୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର,(ଓଡିଶା ଟାଇମ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟର ଗଞ୍ଜାମ ଜିଲ୍ଲା ଗସ୍ତ କରି ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରସିଦ୍ଧ ତାରାତାରିଣୀ ପୀଠ ନିକଟରେ ବିଜୁ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। … Read More











