ପରୀକ୍ଷା ଘୁଞ୍ଚାଇବାକୁ ୟୁଜିସିକୁ ଚିଠି

ଭୁବନେଶ୍ବର, (ଓଡିଶା ଟାଇମ୍):  ୟୁଜି ଓ ପିଜି ସେମିଷ୍ଟର  ପରୀକ୍ଷା ସମାପନ  ସମୟ ସୀମାକୁ ବୃଦ୍ଧି କରିବାକୁ ବିଶ୍ୱବିଦ୍ୟାଳୟ ମଞ୍ଜୁରି କମିସନ (ୟୁଜିସି)କୁ ଉଚ୍ଚ ଶିକ୍ଷା ବିଭାଗ ଚିଠି ଲେଖିଛି।  ଏହି ସବୁ ପରୀକ୍ଷା ଶେଷ ଲାଗି ସମୟସୀମା  ଅକ୍ଟୋବର ୧୦କୁ … Read More

ବୁଲା କୁକୁରଙ୍କ ପାଇଁ ଫେଲ୍ ମାରିଲା ଲୁଟ୍ ଉଦ୍ୟମ, ଗାଡିରୁ ପଡି ଲୁଟେରା ଆହତ

ଭୁବନେଶ୍ବର, (ଓଡିଶା ଟାଇମ୍):  ରାଜଧାନୀ ଭୁବନେଶ୍ୱରରେ ଏକ କୌତୁହଳପୂର୍ଣ୍ଣ ଘଟଣା ଘଟି ଯାଇଛି । ଯାହାର ସମ୍ପୂର୍ଣ୍ଣ ଭିଜୁଆଲ୍ ଏକ ସିସିଟିଭିରେ କଏଦ ହୋଇଛି । କିଛି ବୁଲା କୁକୁର ଏକ ଲୁଟ୍ ଉଦ୍ୟମକୁ ଫେଲ୍ କରିବାରେ ସଫଳ ହୋଇଛନ୍ତି। ଘଟଣାଟି … Read More

ଆଜି ସନ୍ଧ୍ୟା ୫ଟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍  ବୈଠକ। ଭିଡିଓ କନଫରେନ୍ ସିଂ ଜରିଆରେ ସନ୍ଧ୍ୟା ୫ଟା ୪୫ ମିନିଟ୍ ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ  କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି … Read More

ସ୍କୁଟି ଚାଳକଙ୍କୁ ଚାପିଦେଲା ବସ୍, ଯୁବକଙ୍କ ମୃତ୍ୟୁ ପରେ ଗାଡି ପୋଡିଦେଲେ ଉତ୍ତ୍ୟକ୍ତଲୋକ

କେନ୍ଦ୍ରାପଡ଼ା , (ଓଡିଶା ଟାଇମ୍):  କେନ୍ଦ୍ରାପଡ଼ା ଜିଲା ୫ ନମ୍ବର ଜାତୀୟ ରାଜପଥ ହଳଦିଆପଡ଼ା ରାଧାଭାଟି ନିକଟରେ ବୁଧବାର ସକାଳେ ବସ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହଳଦିଆପଡ଼ା ଗ୍ରାମର ଜଣେ ୨୪ ରୁ … Read More

ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍):  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୨୧୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ  ୨୪ ଘଣ୍ଟା ମଧ୍ୟରେ ୩୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ହୀରାକୁଦରେ ହ୍ରାସ ପାଉଛି ଜଳସ୍ତର : ୨୪ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ

ଭୁବନେଶ୍ବର, (ଓଡିଶା ଟାଇମ୍):  ହୀରାକୁଦ ନଦୀବନ୍ଧରେ ଜଳସ୍ତର କମିବା ସହ ମହାନଦୀରେ ବନ୍ୟା ପରିସ୍ଥିତି ଦିନକୁ ଦିନ ସ୍ୱାଭାବିକ ହେବାରେ ଲାଗିଛି । ଜଳସଂପଦ ବିଭାଗ ସୁତ୍ରରୁ ମିଳିଥିବା ତଥ୍ୟ ଅନୁସାରେ ହୀରାକୁଦ ଜଳ ଭଣ୍ଡାରର ଏବେ ୨୪ଟି ଗେଟ ଖୋଲା … Read More

ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ

ଝାରସୁଗୁଡ଼ା, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ । ଝାରସୁଗୁଡ଼ା ବ୍ରଜରାଜ ନଗର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ କୁମାର ପଟେଲଙ୍କ ଘରେ ରେଡ କରିଛି ଭିଜିଲାନ୍ସ ଟିମ୍ । ବ୍ରଜରାଜନଗର ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ … Read More

ଭୁବନେଶ୍ବର ଆଉ ୩୦୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍):  ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୭ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୩୨ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨ ହେଉଛନ୍ତି … Read More

ହାଇକୋର୍ଟରେ ଘରୋଇ ସ୍କୁଲ ଫି’ ବୃଦ୍ଧି ମାମଲା: ବୈଠକ ପାଇଁ ଗଣଶିକ୍ଷା ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, (ଓଡିଶା ଟାଇମ୍): ହାଇକୋର୍ଟରେ ବେସରକାରୀ ସ୍କୁଲ ଫି ବୃଦ୍ଧି ମାମଲା ରୁଜୁ ହୋଇଥିଲା । ଏହି ମାମଲାର ଆପୋସ ସମାଧାନ ପାଇଁ ହାଇକୋର୍ଟ ପରାମର୍ଶ ଦେଇଛନ୍ତି । ଏହାସହ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ମିଳିତ ବୈଠକ କରିବା ପାଇଁ ନିର୍ଦ୍ଦେଶ … Read More