ଆଦିତ୍ୟଙ୍କ ମୃତ୍ୟୁ ମାମଲାରେ ସାଇକୋ ଲେଡିର ଲିଙ୍କ୍‌!

ଭୁବନେଶ୍ବର, (ଓଡିଶା ଟାଇମ୍):  ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଏକ ବଡ଼ ଖବର ସମାନାକୁ ଆସିଛି। ଆଦିତ୍ୟଙ୍କ ମୃତ୍ୟୁକୁ ନେଇ ଦୀର୍ଘ  ଦିନରେ ମୁହଁ ଖୋଲିଛନ୍ତି ତାଙ୍କ ବାପା। ପୁଅର ମୃତ୍ୟୁ ପଛରେ ଜଣେ ସାଇକୋ ଲେଡିର ହାତ … Read More

ଆଜିଠୁ ରାଜ୍ୟରେ ବସ ଚଳାଚଳ ସ୍ୱାଭାବିକ, ପରିବହନ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ବର, (ଓଡିଶା ଟାଇମ୍):  କରୋନା ମହାମାରୀର ମୁକାବିଲା ପାଇଁ ଅନଲକ୍ ୪ର ଗାଇଡଲାଇନ୍ ଜାରି ହୋଇଛି । ଏଥିରେ ଅନେକ ନିୟମ କୋହଳ କରାଯାଇଛି । ଏହାରି ମଧ୍ୟରେ ରାଜ୍ୟରେ ସରକାରୀ ଓ ଘରୋଇ ବସ୍ ଚଳାଚଳ ସ୍ୱାଭାବିକ ହେବ ବୋଲି … Read More

ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍

ସମ୍ବଲପୁର , (ଓଡିଶା ଟାଇମ୍): ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍‌ । ବନ୍ୟା ପାଣିର ପ୍ରବେଶ କମିଥିବାରୁ ଡ୍ୟାମ୍‌ର ଗେଟ୍ ବନ୍ଦ କରାଯାଉଛି ।  ଏବେ ହୀରାକୁଦର ମୋଟ୍ ୨୪ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି … Read More

ଚୋରା ଚାଲାଣ ବେଳେ ୧୪ ଖଣ୍ଡ ହାତୀ ଦାନ୍ତ ଜବତ, ୩ ଗିରଫ

କେଉଁଝର, (ଓଡିଶା ଟାଇମ୍):   ହାତୀ ଦାନ୍ତ ଚୋରା ଚାଲାଣ ବେଳେ ୩ ଜଣଙ୍କୁ ଗିରଫ କରିଛି ଆନନ୍ଦପୁର ଅବକାରୀ ବିଭାଗ। ଏଥିସହ ୧୯ କେଜି ଓଜନର ୧୪ଟି ହାତୀଦାନ୍ତ ଓ ଗୋଟିଏ କାର ଜବତ ହୋଇଛି। ଏଥି ସହିତ ବନ ବିଭାଗ … Read More

ଆଜିଠୁ ଜେଇଇ ଓ ନିଟ୍, ଓଡିଶାର ୭ଟି ସହରରେ ୨୬ କେନ୍ଦ୍ରରେ ହେବ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍):   ଆଜିଠୁ ୬ ଦିନ ଯାଏ  ଜେଇଇ ମେନ୍‌ ପରୀକ୍ଷା ଚାଲିବ। ରାଜ୍ୟରେ ୭ଟି ସହରର ୨୬ଟି କେନ୍ଦ୍ରରେ ପରୀକ୍ଷା ହେଉଛି। ଚଲିତ ଥର ରାଜ୍ୟର ୩୮ ହଜାର ୨୩୪ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଭୁବନେଶ୍ବର, କଟକ, ବ୍ରହ୍ମପୁର, … Read More

ଭିଜିଲାନ୍ସ ଜାଲରେ ଡ୍ରଗ୍ସ ମାଫିଆଙ୍କ ଲିଙ୍କରେ ନିଲମ୍ବିତ ଜଳେଶ୍ବର ଥାନା ଆଇଆଇସି

ଭୁବନେଶ୍ବର, (ଓଡିଶା ଟାଇମ୍):  ବାଲେଶ୍ବରରେ ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ପ୍ରସଙ୍ଗରେ ନିଲମ୍ବିତ ଜଳେଶ୍ବର ଥାନା ଆଇଆଇସି ଧନେଶ୍ବର ସାହୁଙ୍କ ଜଳେଶ୍ବର ସରକାରୀ କ୍ବାର୍ଟର ସମେତ ୭ଟି ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢାଉ ଚାଲିଥିବାର ଖବର ମିଳିଛି। ଧନେଶ୍ବର ସାହୁଙ୍କ କଟକ … Read More

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର

ଭୁବନେଶ୍ବର, (ଓଡିଶା ଟାଇମ୍):  ଦୀର୍ଘ ୫ମାସ ପରେ ଆଜି ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଥିବା ଜଣାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ସୂର୍ଯ୍ୟମନ୍ଦିର ଖୋଲିଛି । କରୋନା କଟକଣା କାରଣରୁ ଏହି ଐତିହାସିକ ପର୍ଯ୍ୟଟନ ସ୍ଥଳ ପର୍ଯ୍ୟଟକଙ୍କ ପାଇଁ … Read More

ରାଜ୍ୟରେ ୫୦୦ ଟପିଲା ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୦୨୫ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍):  ୨୪ ଘଣ୍ଟା ମଧ୍ୟରେ ୩୦୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ଜିଓ ଫାଇବର୍‌ର ନୂଆ ଟାରିଫ୍ ପ୍ଲାନ୍ ‘ନୂଆ ଭାରତର ନୂଆ ଜୋଶ୍‌’ ଜିଓଫାଇବର୍ ପକ୍ଷରୁ ସମସ୍ତ ନୂଆ ଗ୍ରାହକଙ୍କ ପାଇଁ “ବିନା ସର୍ତରେ ୩୦ ଦିନ ମାଗଣା ପରୀକ୍ଷଣ” ସୁଯୋଗ ସମ୍ପର୍କରେ ଘୋଷଣା

ମୂମ୍ବାଇ / ଭୁବନେଶ୍ୱର, (ଓଡିଶା ଟାଇମ୍) : ଗ୍ରାହକଙ୍କ ପ୍ରତି ରହିଥିବା ଏହାର ଆଗ୍ରହକୁ ଦୋହରାଇ ଏବଂ ‘ନୂଆ ଭାରତର ନୂଆ ଜୋଶ୍‌’ (ନୟେ ଇଣ୍ଡିଆ କା ନୟା ଜୋଶ୍‌)କୁ ପାଳନ କରି ପ୍ରତିଟି ଭାରତୀୟଙ୍କ ଘରକୁ ସଶକ୍ତ କରିବା ନିମମନ୍ତେ … Read More